ଭୁବନେଶ୍ବର: ଆଜିଠୁ ଆରମ୍ଭ ହୋଇଛି ପ୍ରଧାନମନ୍ତ୍ରୀ ଆବାସ ସର୍ଭେ । ଉଭୟ ଅଫଲାଇନ ଏବଂ ଅନଲାଇନ ମାଧ୍ୟମରେ ହିତାଧିକାରୀ ଆବେଦନ କରିପାରିବେ । ଏଥିପାଇଁ ଆଜି ରାଜ୍ୟ ସରକାର ବିଧିବଦ୍ଧ ଭାବେ, ଆବାସ ପୋର୍ଟାଲ ଏବଂ ମୋବାଇଲ ଆପର ଶୁଭାରମ୍ଭ ମଧ୍ୟ କରିଛନ୍ତି । ଯେଉଁଥିରେ ଘରେ ବସି ଯୋଗ୍ୟ ହିତାଧିକାରୀଟେ ଆବାସ ଯୋଜନାର ଲାଭ ଉଠାଇପାରିବ ।
ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ କହିଛନ୍ତି, ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଆବାସ ଘର ମିଳିବ । କୌଣସି ବି ହିତାଧିକାରୀ ଏଥିରୁ ବଞ୍ଚିତ ହେବେ ନାହିଁ । ପୁରୀ ଜିଲ୍ଲା ଅର୍ଜୁନସିଂପୁର ଗ୍ରାମରୁ ପ୍ରଧାନମନ୍ତ୍ରୀ ଆବାସ ପାଇଁ ସର୍ଭେ ଆରମ୍ଭ ହୋଇଯାଇଛି । ମନ୍ତ୍ରୀ ରବି ନାୟକ ଓ ସାଂସଦ ସମ୍ବିତ ପାତ୍ର ଗାଁ ଗାଁ ବୁଲି ଲୋକଙ୍କୁ ଭେଟିଛନ୍ତି । ଗରୀବ ଲୋକଙ୍କ ଘରକୁ ଯାଇ ସର୍ଭେ କରିଛନ୍ତି ।
କିଏ କରିପାରିବେ ଆବେଦନ?