ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ‌ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି । ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ ହୋଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Leave A Reply

Your email address will not be published.