ବିକଶିତ କୋଟିଆ ପାଇଁ ରାଜ୍ୟ ସରକାରଙ୍କ ମାଷ୍ଟର ପ୍ଲାନ୍‍

ଭୁବନେଶ୍ୱର: କୋଟିଆକୁ ବିକଶିତ କରିବା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରୁଛନ୍ତି ରାଜ୍ୟ ସରକାର। ଏନେଇ ଆଜି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି।

ଲୋକସେବା ଭବନରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠି ହେବ ବେଳେ ଏଥିରେ ବିଭିନ୍ନ ବିଭାଗର ସଚିବ ଓ ବିଧାୟକ ରଘୁରାମ ମାଛ ଉପସ୍ଥିତ ରହିଛନ୍ତି।

କୋଟିଆ ବିବାଦର ସମାଧାନ ସହିତ ସେଠାରେ ବିକାଶ କରିବା ନେଇ ବୈଠକରେ ଆଲୋଚନା ହୋଇଥିବା ସୂଚନା ମିଳିଛି।

Leave A Reply

Your email address will not be published.