ଭୁବନେଶ୍ୱର: ରାସନ୍ କାର୍ଡ ହିତାଧିକାରୀଙ୍କ ପାଇଁ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା। ଆଜି e-KYC ଯାଞ୍ଚ କରିବାର ଶେଷ ତାରିଖ। ଯେଉଁମାନେ ଆଜି e-KYC ନକରିବେ ୩ ମାସ କାର୍ଡ ସସ୍ପେଣ୍ଡ୍ ହେବ।
୩ ମାସ ଭିତରେ e-KYC କଲେ କାର୍ଡ ପୁନଃ ସଚଳ ହେବ ନଚେତ୍ କଟିଯିବ ନାମ। ଏଯାବତ ୨୦ ଲକ୍ଷ ୫୮ ହଜାର e-KYC କରି ନଥିବା ସୂଚନା ଦେଲେ ଯୋଗାଣ ମନ୍ତ୍ରୀ। ଯେଉଁମାନେ ଇ-କେୱାଇସି କରିନାହାଁନ୍ତି ସେମାନଙ୍କୁ ମିଳିବନି ଚାଉଳ।