ଆମେରିକା ରାଷ୍ଟ୍ରଦୂତଙ୍କୁ ଓଡ଼ିଶାର ପାରମ୍ପରିକ ପଟ୍ଟଚିତ୍ର ପ୍ରଦାନ କଲେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଆମେରିକାର ରାଷ୍ଟ୍ରଦୂତ ଇରିକ୍ ଗରସେଟ୍ଟି ଆଜି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଭେଟି ଶିକ୍ଷା, ନବସୃଜନ, ଗବେଷଣା ସମେତ ଆମେରିକା ଓ ଭାରତ ମଧ୍ୟରେ ଦକ୍ଷତା ସହଯୋଗକୁ ସୁଦୃଢ଼ କରିବା ଉପରେ ଆଲୋଚନା କରିଛନ୍ତି ।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଆମେରିକା ରାଷ୍ଟ୍ରଦୂତଙ୍କୁ ଓଡ଼ିଶାର ପାରମ୍ପରିକ ପଟ୍ଟଚିତ୍ର ପ୍ରଦାନ କରିଥିଲେ ।

Leave A Reply

Your email address will not be published.