୮ରେ ପ୍ରତିରକ୍ଷା ମନ୍ତ୍ରୀ ଓ ୧୨ ରେ ଗୃହମନ୍ତ୍ରୀ ଆସିବେ ଓଡିଶା

ଭୁବନେଶ୍ବର: ନିର୍ବାଚନର ଉଷ୍ମତା ଯେତିକି ବଢିଚାଲିଛି ନେତା ମାନଙ୍କର ପ୍ରଚାର ମଧ୍ୟ ସେତିକି ଜୋରଦାର ହେଉଛି। ବର୍ତମାନ ଓଡିଶାରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଥିବାବେଳେ ଆଜି ଅର୍ଥାତ ରବିବାର ଅପରାହ୍ନଣ ୩ଟାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା  ଏବଂ ରାତି ସାଢେ ୯ ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବେ ।

ସେହିପରି ଖବର ଅନୁଯାୟୀ ଆସନ୍ତା ୮ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ,୧୨ ରେ ଗୃହମନ୍ତ୍ରୀ ଅମିତ ଶାହ ଆସିବେ ଓଡିଶା । ୮ ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରାୟଗଡା ଗସ୍ତ କରିବେ ।

ସେହିପରି ଗୃହମନ୍ତ୍ରୀ ଅମିତ ଶାହ ପୁଣି ଓଡିଶା ଆସିବେ । ଏନେଇ ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରି ବିଜୟପାଲ ସିଂ ତୋମାରଙ୍କ ସୂଚନା

Leave A Reply

Your email address will not be published.