ଭୁବନେଶ୍ବର: ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିମାନ । କାଳବୈଶାଖୀ ପବନ ଯୋଗୁ ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ବିମାନ। ପରେ ଭୁବନେଶ୍ବରରେ ଓହ୍ଲାଇ ନ ପାରି ଝାରସୁଗୁଡା ଫେରିଲା ହେଲିକପ୍ଟର ।
ସୂଚନା ରହିଛି ଯେ ସେଠାରେ ସୁରକ୍ଷିତ ଭାବେ ହେଲିକପ୍ଟର ଅବତରଣ କରିଛି।