ସମ୍ବଲପୁରରେ ‘ସମଲେଶ୍ୱରୀ ଯୁବକ ସଂଘ’ ଦ୍ୱାରା ଆୟୋଜିତ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଯୋଗଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସାଥୀରେ ଥିଲେ ଓଡ଼ିଶାର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଓ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ଓ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା ।
