ମାଘ ସପ୍ତମୀ ପାଇଁ ପୁରୀରେ ଟ୍ରାଫିକ କଟକଣା, ଜାଣନ୍ତୁ…

ପୁରୀ: ପବିତ୍ର ମାଘ ସପ୍ତମୀରେ ବୁଡ଼ ପକାଇବା ପାଇଁ ଚନ୍ଦ୍ରଭାଗାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଯାହାକୁ ନଜରରେ ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି। ଜାଣନ୍ତୁ ଯାନବାହାନ ପାଇଁ କଣ ରହିଛି ଟ୍ରାଫିକ କଟକଣା…

ମାଘ ସପ୍ତମୀରେ ଭିଡ଼କୁ ନଜରରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ଯ ଗ୍ରହଣ କରାଯାଇଛି।

ସୂଚନା ଅନୁଯାୟୀ, ଏହି ଅବସରରେ ସୁରକ୍ଷା ଦାୟିତ୍ୱରେ ୩୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ସେହିପରି ୬ ଜଣ ଅତିରିକ୍ତ ଏସପିଙ୍କ ସହ ୧୩ ଡିଏସପି ଓ ୩୯ ଇନ୍ସପେକ୍ଟର ମଧ୍ଯ ନିୟୋଜିତ ରହିବେ ବୋଲି ଜଣାପଡିଛି।

Leave A Reply

Your email address will not be published.