ରାଜ୍ୟରେ ଡାଇରିଆ ସ୍ଥିତି ନିୟନ୍ତ୍ରଣାଧୀନ: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: ଯାଜପୁରରୁ ଆରମ୍ଭ ହୋଇଥିବା ଏହି ଝାଡାବାନ୍ତି ସ୍ଥିତି ଧୀରେ ଧୀରେ ଅନେକ ଜିଲ୍ଲାରେ ଦେଖାଯାଇଛି। ଏପର୍ଯ୍ୟନ୍ତ ରାଜ୍ୟରେ ଡାଇରିଆରେ ୨୧ ଜଣଙ୍କ ମୃତ୍ୟୁ ହେଲାଣି।

ଗ୍ରାଉଣ୍ଡ ଜିରୋକୁ ଯାଇ ହଇଜା ସ୍ଥିତିର ଅନୁଧ୍ୟାନ କରିବା ପାଇଁ ଆଜି ୩ଟି ଜିଲ୍ଲା ଯାଜପୁର, କଟକ ଓ ଭଦ୍ରକ ଗସ୍ତରେ ଯାଇଛନ୍ତି ରାଜ୍ୟସ୍ତରୀୟ ଟିମ୍। ଦୂଷିତ ପାନୀୟଜଳ ଯୋଗୁ ଡାଇରିଆ ବ୍ୟାପୁଥିବା ରିପୋର୍ଟ ଦେଇଛି କେନ୍ଦ୍ରୀୟ ଟିମ୍।

ଏନେଇ ସ୍ବାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିଛି। ସମସ୍ତ ଜଳ ଉତ୍ସର ବିଶୋଧନ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ପରାମର୍ଶ ଦେଇଛି ଟିମ।

Leave A Reply

Your email address will not be published.