ଭୁବନେଶ୍ବର: ରାଜ୍ୟରେ ରାଇସ୍ ମିଲ୍ ଓ ଚାଉଳ ରପ୍ତାନୀ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବୟାନ । ମିଲ୍ ଅଭାବରୁ ଧାନ ଉଠାଇବାରେ ଅସୁବିଧା ହେଉଛି ବୋଲି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
ସେ କହିଛନ୍ତି ଯେ, ଆମ ରାଜ୍ୟରେ ୧୪୦୦ ରାଇସ୍ ମିଲ୍ ରହିଥିବାବେଳେ, ଆହୁରି ୪ଶହରୁ ୫ଶହ ରାଇସ୍ ମିଲ୍ର ଆବଶ୍ୟକତା ରହିଛି ।