ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ, ଜାଣନ୍ତୁ କିପରି କରିବେ ପଞ୍ଜିକରଣ..

ଠାକୁର ଦର୍ଶନ ସମୟରେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ଆରକ୍ଷୀ ବିଭାଗ ଓ ସ୍ଵେଛାସେବୀମାନେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବେ।

ତେବେ ଆୟୋଜିତି ବୌଠକରେ ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ, ପୌର ନିର୍ବାହୀ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.