କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ: କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ବାୟୁ କେରଳ ଛୁଇଁଥିବା ନେଇ ସୂଚନା ଦେଲେ ଭାରତୀୟ ପାଣିପାଗ ବିଭାଗ । ଏନେଇ ଏକ୍ସ ହ୍ୟାଣ୍ଡେଲରେ ପୋଷ୍ଟ ଯୋଗେ ସୂଚନା ଦେଇଛି ଆଇଏମଡି।

ପାଣିପାଗ ବିଭାଗ ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପରେ ଉତ୍ତର ପୂର୍ବ ଆଡ଼କୁ ଅଗ୍ରସର ହେବ। ଏନେଇ ପାଗ ଅନୁକୂଳ ଥିବା ବେଳେ ଅନେକ ସ୍ଥାନରେ ତାତିରୁ ଆଶ୍ବସ୍ତି ମିଳିପାରେ ବୋଲି ଆକଳନ କରାଯାଇଛି  ।

Leave A Reply

Your email address will not be published.