ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ, ସାମ୍ବାଦିକା ମଧୁଙ୍କ ଶରୀରରେ ଏକାଧିକ କ୍ଷତ

ଭୁବନେଶ୍ୱର: ଆସିଲା ଭୁବନେଶ୍ୱରରେ ଟ୍ରେନ୍ ଆଗକୁ ଡେଇଁ ମୃତ୍ୟୁବରଣ କରିଥିବା ମହିଳା ସାମ୍ବାଦିକା ମଧୁମିତା ପରିଡାଙ୍କ ପୋଷ୍ଟମର୍ଟମ ରିପୋର୍ଟ।

ତାଙ୍କ ଦେହରେ ଏକାଧିକ କ୍ଷତ ଥିବା ଜଣାପଡିଛି।ଟ୍ରେନ୍‌ ଧକ୍କାରେ କିଛି ଦୂର ଘୋଷାଡି ହେବା ପରେ ମଧ୍ଯ ସେ କିଛି ସମୟ ଜୀବିତ ଥିଲେ ଏବଂ ଆହତ ଅବସ୍ଥାରେ ମୃତ୍ୟୁ ବରଣ କରିଥିବା ପୋଷ୍ଟମର୍ଟମ ରିପୋର୍ଟରୁ ପ୍ରକାଶ।

Comments (0)
Add Comment