୧୮ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେଡ଼ି

ଭୁବନେଶ୍ୱର: ବିଜେଡିର ସାଙ୍ଗଠନିକ ନିର୍ବାଚନ ୨୦୨୫। ୩୩ ଜିଲ୍ଲା ମଧ୍ୟରୁ ୧୮ ଜିଲ୍ଲା ପାଇଁ ସଭାପତିଙ୍କ ନାଁ ଘୋଷଣା କଲା ବିଜେଡ଼ି।

ଅନୁଗୁଳ ଜିଲ୍ଲା ପାଇଁ ବିଜେଡି ସଭାପତି ହେଲେ ବ୍ରଜ ପ୍ରଧାନ।

ବୌଦ୍ଧ ପାଇଁ ପ୍ରଦୀପ ଅମାତ, ଜଗତସିଂହପୁର ପାଇଁ ପ୍ରଶାନ୍ତ ମୁଦୁଲି, କନ୍ଧମାଳ ପାଇଁ ପଦ୍ମନାଭ ବେହେରା, ପୁରୀ ପାଇଁ ଉମା ସାମନ୍ତରାୟ। ସେହିପରି ଜାଣନ୍ତୁ ଆଉ କେଉଁ ଜିଲ୍ଲାରେ କିଏ ହେଲେ ବିଜେଡି ସଭାପତି।

 

Comments (0)
Add Comment