କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ ଚିକିତ୍ସା ସେବା (In-Patient Service) ଓ ଟ୍ରମା କେୟାର ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ମାନଙ୍କର ଉତ୍ତମ ଚିକିତ୍ସା ହୋଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କେନ୍ଦୁଝର ଭଳି ଜିଲ୍ଲାରେ ଖଣି କାରବାର ଯୋଗୁଁ ଅଧିକ ଯାନବାହନ ଚଳାଚଳ ହେଉଛି। ଏହା ସହିତ ଆଗାମୀ ଦିନରେ ଅଧିକ ଶିଳ୍ପ ପ୍ରତିଷ୍ଠା ଓ ଭିତ୍ତିଭୂମିର ବିକାଶ ମଧ୍ୟ କରାଯିବ। ତେଣୁ, ଯାନବାହନ ଚଳାଚଳା ଆହୁରି ବୃଦ୍ଧି ପାଇବ। ଏ କ୍ଷେତ୍ରରେ ଉତ୍ତମ ଟ୍ରମା କେୟାର ବ୍ୟବସ୍ଥା ଲୋକଙ୍କୁ ଆଶୁ ମୃତ୍ୟୁ ମୁଖରୁ ବଞ୍ଚାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
BREAKING NEWS
- ପାକିସ୍ତାନର ପୂର୍ବତନ ମେଜରଙ୍କ ସାଂଘାତିକ ଖୁଲାସା, କହିଲେ କିଏ ଆତଙ୍କୀ ହମଲାର ମାଷ୍ଟରମାଇଣ୍ଡ
- କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ-ଚିକିତ୍ସା ସେବା ଓ ଟ୍ରମା କେୟାର ଆରମ୍ଭ
- ପୁରୀରେ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ
- ଡିଆରଡିଓ ଏବଂ ନୌସେନା ପକ୍ଷରୁ ଏମଆଇଜିଏମ୍ର ସଫଳ ପରୀକ୍ଷଣ
- ଅଶୋକ କୁମାର ପଣ୍ଡା ସେଲର ନୂଆ ଫାଇନାନ୍ସ ନିର୍ଦ୍ଦେଶକ
- କେନ୍ଦୁଝରରେ ହେବ ୧୧୫୫ କୋଟି ଟଙ୍କାର ପ୍ରକଳ୍ପ
- ସିଙ୍ଗାପୁରରେ ଫାଇବ୍ ଷ୍ଟାର ଓଲିଉଡ ମହୋତ୍ସବ: ବିଶ୍ଵ ଦରବାରରେ ପରିଚିତ ହେବ ଓଡ଼ିଆ ସିନେମାର ପାରଦର୍ଶିତା
- ଏପ୍ରିଲ୍ ୨୭ରେ ହୋଇଥିବା ପରୀକ୍ଷା ବାତିଲ; ନୂଆ ତାରିଖ ଘୋଷଣା କଲା ଓଏସଏସସି
- ଟିମ ଇଣ୍ଡିଆର ଭବିଷ୍ୟତ ଅଧିନାୟକ: ସୁଯୋଗ ହାତଛଡା କଲେ ପନ୍ତ
- ହଠାତ୍ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପହଞ୍ଚିଲେ ରାହୁଲ ଗାନ୍ଧି, ହେଉଛି ବଡ଼ ଆଲୋଚନା