ଭୁବନେଶ୍ୱର: ଜୁନ୍ ୩୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ହେବ। ମୁଖ୍ୟମନ୍ତ୍ରୀ ଆସନ୍ତା ସୋମବାର ଦିନ ସକାଳ ୧୦.୩୦ ଘଟିକାରୁ ୟୁନିଟ-୨ ଅଶୋକ ନଗର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣୀ କରିବେ।