୧୮ ଓଏଏସ ଅଧିକାରୀଙ୍କୁ ନୂଆ ଦାୟିତ୍ୱ, ଜାଣନ୍ତୁ…

ଭୁବନେଶ୍ୱର: ଓଡ଼ିଶା ସରକାର ପ୍ରଶାସନିକ ସ୍ତରରେ ଏକ ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ୧୮ ଜଣ ଓଏଏସ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ପ୍ରଦାନ କରାଯାଇଛି।

ସେପ୍ଟେମ୍ବର ୨୩ ତାରିଖରେ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ ବଦଳି ହୋଇଥିବା ଅଧିକାରୀଙ୍କ ତାଲିକା ନିମ୍ନରେ ଦିଆଯାଇଛି।

Comments (0)
Add Comment