ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦି

ନୂଆଦିଲ୍ଲୀ : ରବିବାର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମ ବାର୍ଷିକୀ ସାରା ଦେଶରେ ପାଳନ କରାଯାଉଛି। ଏହି ଅବସରରେ ତାଙ୍କୁ ସାରା ଦେଶରେ ସ୍ମରଣ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୯ ତମ ଜନ୍ମ ବାର୍ଷିକୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ (ଟୁଇଟର) ରେ ଲେଖିଛନ୍ତି ମୁଁ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

#India#mODI
Comments (0)
Add Comment