ଛେଣ୍ଡିପଦା ଓ ଆଠମଲ୍ଲିକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ

 ଆଜି ଛେଣ୍ଡିପଦା ଓ ଆଠମଲ୍ଲିକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଓଲ୍ଡ ବୟେଜ ଆସୋସିଏସନ ର ପ୍ଲାଟିନମ ଜୁବୁଲିରେ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ।

ଏହାପରେ ଅପରାହ୍ନରେ ଆଠମଲ୍ଲିକରେ ଦାରୁ ବିଗ୍ରହ ସ୍ଥାପନ ମହୋତ୍ସବରେ ମଧ୍ୟ କରିବେ ଯୋଗଦାନ। ଗତକାଲି ମଧ୍ୟ ଦେବଗଡ଼ ଏବଂ ଛେଣ୍ଡିପଦାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

Comments (0)
Add Comment