ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ ସମ୍ମାନ

ନୂଆଦିଲ୍ଲୀ : ଭେଟେରାନ ,ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଭାରତ ରତ୍ନ ସମ୍ମାନରେ ମଣ୍ଡିତ ହେବାକୁ ଯାଉଛନ୍ତି।ଏନେଇ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୂଚନା ଦେଇଛନ୍ତି। ଆଡଭାନୀଙ୍କ ସହ କଥା ହୋଇ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Comments (0)
Add Comment