ଅବସର ପରେ କ’ଣ କରିବେ ପାଣ୍ଡିଆନ? କହିଲେ କିଛି ଏମିତି……

ଭୁବନେଶ୍ୱର: ଚଳିତ ନିର୍ବାଚନ ରାଜ୍ୟ ରାଜନୀତିରେ ଆଣିଦେଇଛି ଘୂର୍ଣ୍ଣିଝଡ଼ | ନିରଙ୍କୁଶ ବିଜେଡି ସରକାର ହାତରୁ ଶାସନ ଭାର ଛଡାଇନେଇଛି ବିଜେପି | ଏ ସବୁପାଇଁ ଦାୟୀଥିଲେ କାଳେ ବିଜେଡି…

ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀଙ୍କୁ ନେଇ ବଢୁଛି ଉତ୍କଣ୍ଠା, ଦିଲ୍ଲୀରୁ…

ଭୁବନେଶ୍ବର: ରବିବାର ସରିଯାଇଛି ମୋଦୀ ସରକାରଙ୍କ ତୃତୀୟ ପାଳି ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ । ଏହାରି ଭିତରେ ଓଡିଶାର ମୁଖ୍ୟମନ୍ତ୍ରୀ ବାଛିବା ପାଇଁ ନିଯୁକ୍ତ ହୋଇଛନ୍ତି ଦୁଇଜଣ…

୧୨ ତାରିଖରୁ ପର୍ଯ୍ୟଟକଙ୍କୁ ମନା ଶିମିଳିପାଳ

ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ଜୁନ୍ ୧୨ ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଅକ୍ଟୋବର ମାସ ପର୍ଯ୍ୟନ୍ତ ପରିଦର୍ଶକମାନଙ୍କ ପାଇଁ  ବନ୍ଦ ରହିବ ଶିମିଳିପାଳ । ବର୍ଷା ଋତୁ…

ଓଡିଶାରୁ କିଏ କେନ୍ଦ୍ରମନ୍ତ୍ରୀ ?

ଭୁବନେଶ୍ବର: ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଓଡିଶାରୁ କିଏ ? ଉଭୟ ବିଧାନସଭା ଓ ଲୋକସଭାରେ ଏଥର ବିଜେପିକୁ ମନଖୋଲି ଆଶୀର୍ବାଦ କରିଛନ୍ତି ଓଡିଶା ଭୋଟର । ପ୍ରଥମ ଥର ପାଇଁ ରାଜ୍ୟରେ ୨୦ଟି…

କଂଗ୍ରେସରୁ ବହିଷ୍କୃତ ହେଲେ ମାନସ ଚୌଧୁରୀ

କଟକ :କଂଗ୍ରେସରୁ ବହିଷ୍କୃତ ହେଲେ ମାନସ ଚୌଧୁରୀ । କଂଗ୍ରେସରୁ କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀ ହୋଇଛନ୍ତି ବହିଷ୍କୃତ  । ୬ ବର୍ଷ ପାଇଁ କଂଗ୍ରେସରୁ ମାନସଙ୍କୁ ବହିଷ୍କାର କଲା…

ନକଲି ପ୍ରମାଣପତ୍ର ଦେଖାଇ ସଂସଦକୁ ପଶିବାକୁ ଉଦ୍ୟମ, ୩ ଜଣଙ୍କୁ ବାନ୍ଧିଲା…

ନୂଆଦିଲ୍ଲୀ: ପୁଣି ସଂସଦ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ।ନକଲି ଆଧାରକାର୍ଡ ଦେଖାଇ ପଶିଲେ ଦୁବୃର୍ତ୍ତ । ରାଜଧାନୀ ଦିଲ୍ଲୀର ପୁରୁଣା ସଂସଦର ସୁରକ୍ଷା ଭଙ୍ଗ କରୁଥିବା ତିନି ଜଣଙ୍କୁ…

ନିର୍ବାଚନ ଜିତିବା ପରେ ଚିରଞ୍ଜୀବଙ୍କ ପାଦ ଛୁଇଁ ଆଶର୍ବାଦ ନେଲେ ପଓ୍ବନ…

ପିଥାପୁରମ: ସାଉଥ ସୁପରଷ୍ଟାର ପଓ୍ବନ କଲ୍ୟାଣଙ୍କୁ ରାଜନୀତିରେ ମିଳିଛି ବଡ ସଫଳତା । ପିଥାପୁରମରୁ ପ୍ରତିଦ୍ୱନ୍ଦ୍ୱିତା କରି ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନରେ ଜିତିଛନ୍ତି…

ନାସାଉ କାଂଉଟି କ୍ଲବ ପିଚ ବିପଦପୂର୍ଣ୍ଣ ବୋଲି ମାନିଲା ଆଇସିସି

ନ୍ୟୁୟର୍କ: ଚଳିତ ଟି୨୦ ବିଶ୍ୱକପରେ ନାସାଉ କାଂଉଟିର ପିଚ ନେଇ ଭାରତ ସମେତ ଅନ୍ୟ ଟିମଗୁଡିକ ପ୍ରଶ୍ନ ଉଠାଇଛନ୍ତି । ଏବେ ଏହି ପିଚ ମାରାତ୍ମକ ବୋଲି ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ…

ଝାରସୁଗୁଡ଼ା ସହର ସାରା ପାଣ୍ଡିଆନଙ୍କ ପୋଷ୍ଟର

ଝାରସୁଗୁଡ଼ା: ଚଳିତ ନିର୍ବାଚନରେ ଓଡିଶାର ୨୪ ବର୍ଷର ନିରବଚ୍ଛିନ୍ନ ସରକାରକୁ ଲାଗିଛି ଶକ୍ତ ଝଟକା । ସାଧାରଣ ନିର୍ବାଚନ ଫଳାଫଳ ବିଜେଡି ପାଇଁ ଅପ୍ରତ୍ୟାଶିତ ରହିଛି ଓ କେତେକଙ୍କୁ ପୁରା…

‘ଆଗାମୀ ଦିନରେ ଓଡ଼ିଶା ସଶକ୍ତ ଏବଂ ଉନ୍ନତ ରାଜ୍ୟ ହେବ’

ପୁରୀ: ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶିଷ ଲାଭ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ଆଜି ପୂର୍ବାହ୍ନରେ ରାଜ୍ୟପାଳ ରଘୁବର ଦାସ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ…