ହିଞ୍ଜିଳିରୁ ଆରମ୍ଭ ହେଲା ନବୀନଙ୍କ ପ୍ରଚାର, ବିରୋଧିଙ୍କୁ କଲେ ଟାର୍ଗେଟ

ହିଞ୍ଜିଳି: ଆଗକୁ ନିର୍ବାଚନ ଥିବା ବେଳେ ଆଜି ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ନବୀନ ପଟ୍ଟନାୟକ…

ମେ’ ୬ ରୁ ଓଜେଇଇ, ଜାଣନ୍ତୁ କେବେଠୁ ମିଳିବ ଆଡମିଟ୍ କାର୍ଡ

ଭୁବନେଶ୍ବର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୪ର ଛାତ୍ରଛାତ୍ରୀ ଆସନ୍ତା ୨୭ ତାରିଖରୁ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ । ଏ ନେଇ  ଓଜେଇଇ ପକ୍ଷରୁ ବିଜ୍ଞପ୍ତି…

ବାପ ସାଜିଲା ଜହ୍ଲାହ, ମାତ୍ର ଶହେ ଟଙ୍କା ପାଇଁ କଟୁରରୀରେ ପୁଅକୁ ହାଣିଲା

କଟକ: ବାପ ପୁଅର ସଂପର୍କ ଅମୂଲ୍ୟ । କିନ୍ତୁ ଏହି ସମ୍ପର୍କର ମୂଲ୍ୟ ଭୁଲି ମାତ୍ର ୧୦୦ ଟଙ୍କା ପାଇଁ ପୁଅକୁ ହାଣିଲା ବାପା । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ମାହାଙ୍ଗା ଥାନା…

ଚନ୍ଦନପୁର ବଜାରରେ ବୋମାମାଡ଼, ଦୁର୍ବୁତ୍ତକୁ କାବୁ କଲା ପୋଲିସ

ପୁରୀ: ପୁରୀ ଚନ୍ଦନପୁର ବଜାରରେ ବୋମାମାଡ଼ । ସିମେଣ୍ଟ ବ୍ୟବସାୟୀ ନିରଞ୍ଜନ ସାହୁଙ୍କ ଗୋଦାମ ଉପରକୁ ହୋଇଛି ବୋମାମାଡ଼ । ବୋମାମାଡ କରି ଦୃର୍ବୁତ୍ତ ଖସି ଯାଉଥିବାବେଳେ ସ୍ଥାନୀୟ ଲୋକେ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ମିଳିଳାନି ଆଶ୍ୱସ୍ତି,ମେ’ ୭ରେ ପୁଣିଥରେ…

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ମିଳିଳାନି ଆଶ୍ୱସ୍ତି । ମଦଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ୍‌ଙ୍କୁ କୋର୍ଟ ମେ’ ୭…

ଆଇପିଏଲ: ୩ ଟିମର ପ୍ଲେ ଅଫ ପ୍ରବେଶ ଏକପ୍ରକାର ନିଶ୍ଚିତ, ୨ ପ୍ରାୟତଃ ବିଦା

କୋଲକାତା: ଚଳିତ ଆଇପିଏଲ ଧିରେ ଧିରେ ନିର୍ଣ୍ଣାୟକ ମୋଡକୁ ଯିବାରେ ଲାଗିଛି । ୩ଟି ଟିମ ଭଲ ପ୍ରଦର୍ଶନ ସହ ପ୍ଲେ ଅଫ ପ୍ରବେଶ ଏକପ୍ରକାର ନିଶ୍ଚିତ କରିଛନ୍ତି । ସେହିପରି ୨ଟି ଟିମ…

ନୁଡଲ୍ସ ପ୍ୟାକେଟରୁ ବାହାରିଲା କୋଟି କୋଟି ଟଙ୍କାର ହୀରା ଓ ସୁନା,…

ମୁମ୍ବାଇ: ନୁଡଲ୍ସ ପ୍ୟାକେଟରୁ ବାହାରିଲା ହୀରା । ମୁମ୍ବାଇ ଏୟାରପୋର୍ଟରୁ ୨ କୋଟିରୁ ଅଧିକ ଟଙ୍କାର ହୀରା ଜବତ କରିଛି କଷ୍ଟମ୍ ବିଭାଗ । ମୁମ୍ବାଇ କଷ୍ଟମ୍ସ ଅଧିକାରୀ ୬.୪୬ କୋଟି…

ଆଜି ବି ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସମ୍ଭାଳ ତାତି । ଅଗ୍ନିବର୍ଷୀ ଖରାରେ ସମଗ୍ର ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି। ଆଜି ସାରା ରାଜ୍ୟରେ ଅସହ୍ୟ ତାତି ଅନୁଭୂତ ହେଉଛି। ଆଜି ବି…

୨୦୨୪ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେନି ଅମର ଶତପଥୀ

ଭୁବନେଶ୍ୱର: ବରିଷ୍ଠ ନେତା ଅମର ଶତପଥୀଙ୍କ ସ୍ଥାନରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣାରୁ ପ୍ରାର୍ଥୀ କରିଛି ବିଜେଡି। ତେବେ ଅମର ଶତପଥୀଙ୍କ ଟିକେଟ୍‌ କଟିବା ପରେ…

ରାମଦେବଙ୍କୁ ପ୍ରଶ୍ନ କଲେ ସୁପ୍ରିମକୋର୍ଟ କହିଲେ ..

ନୂଆଦିଲ୍ଲୀ: ଆୟୁର୍ବେଦିକ ଦ୍ରବ୍ୟର ବିଭ୍ରାନ୍ତିକର ବିଜ୍ଞାପନକୁ ପ୍ରୋତ୍ସାହିତ କରିଥିବାରୁ ବାବା ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କୁ ସୁପ୍ରିମକୋର୍ଟଙ୍କ ପରାମର୍ଶ ପରେ…