ରେଳ ଦୁର୍ଘଟଣାକୁ ନେଇ ଶୋକ ପାଳନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ବାହାନଗା ରେଳ ଦୁର୍ଘଟଣାକୁ ନେଇ ଶୋକ ପାଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୁରିନାମ ଓ ସରବିଆ ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୁରିନାମରେ

ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ଘୋଷଣା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ବୈଠକରେ ୨୦୨୩-୨୪ ଖରଫ ବିପଣନ ଋତୁ

ଅନୁରାଗ ଠାକୁରଙ୍କ ଘରେ ପହଞ୍ଚିଲେ ବଜରଙ୍ଗ ପୁନିଆ, ରାକେଶ ଟିକାଏତ୍‌

ରେସଲର ବଜରଙ୍ଗ ପୁନିଆ କୃଷକ ନେତା ରାକେଶ ଟିକାଏତ୍‌ଙ୍କ ସହ ବୁଧବାର କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁରଙ୍କ ଘରେ ପହଞ୍ଚିଛନ୍ତି। ବଜରଙ୍ଗ ପୁନିଆ ଏବଂ ରାକେଶ ଟିକାଇଟଙ୍କ କିଛି ସମୟ

ଭୀଷଣ ବାତ୍ୟାର ରୂପ ନେବ ‘ବିପର୍ଯ୍ୟୟ’

ପୂର୍ବ-କେନ୍ଦ୍ରୀୟ ଆରବ ସାଗରରେ ଭୀଷଣ ରୂପ ନେଲା ବାତ୍ୟା 'ବିପର୍ଯ୍ୟୟ' । ଗୋଆଠୁ ପଶ୍ଚିମ ଦକ୍ଷିଣ-ପଶ୍ଚିମ ଦିଗରେ ୮୯୦ କିମି ଦୂରରେ ରହିଛି ଏହି ବାତ୍ୟା । ଏବେ ଏହା ଉତ୍ତର ଆଡ଼କୁ

ବିଜୁଳି ରାଜନୀତି: ଗୋଟିଏ ପଟେ ଦେଲେ ଆରପଟେ ନେଲେ!

ଭୁବନେଶ୍ୱର: କର୍ଣ୍ଣାଟକରେ ବିଜୁଳି ରାଜନୀତି ଏବେ ତୀଵ୍ର ହୋଇଛି। ନିର୍ବାଚନ ସମୟରେ ମାଗଣା ବିଜୁଳି ପ୍ରସଙ୍ଗକୁ ନେଇ ସାରା ଦେଶରେ ଚର୍ଚ୍ଚା ହେଉଥିବାବେଳେ କର୍ଣ୍ଣାଟକରେ କଂଗ୍ରେସକୁ

ଟ୍ରେନ ଦୁର୍ଘଟଣା ପଛରେ ତୃଣମୂଳ କଂଗ୍ରେସର ହାତ’

ଭୁବନେଶ୍ୱର: ଓଡ଼ିଶାର ବାଲେଶ୍ଵର ଟ୍ରେନ ଦୁର୍ଘଟଣା ଦେଶର ଏକ ପ୍ରମୁଖ ରାଜନୈତିକ ପ୍ରସଙ୍ଗ ପାଲଟିଛି। ଗୋଟିଏ ପଟେ ଏହି ଦୁର୍ଘଟଣାର ସିବିଆଇ ତଦନ୍ତ ଆରମ୍ଭ ହୋଇଥିବା ବେଳେ ବିରୋଧୀ

ଟ୍ରେନ୍ ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୨୮୮: ପ୍ରଦୀପ ଜେନା

ଭୁବନେଶ୍ୱର: ବାହାନଗା ଟ୍ରେନ୍ ଟ୍ରାଜେଡି ମୃତ୍ୟୁ ସଂଖ୍ୟା ୨୮୮ ହୋଇଥିବା ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ସମସ୍ତ ପ୍ରକାର ଯାଞ୍ଚ ପରେ ଚୂଡାନ୍ତ ମୃତ୍ୟୁ ସଂଖ୍ୟା

ମଣିପୁରରେ ହିଂସା, ସର୍ଚ୍ଚ ଅପରେସନ ସହ ରାଜ୍ୟରେ ଇଣ୍ଟରନେଟ୍ ନିଷେଧାଦେଶ…

ଗତ ଏକ ମାସ ଧରି ମଣିପୁର ହିଂସାର କ୍ରୋଧରେ ଜଳୁଛି। ପରିସ୍ଥିତିକୁ ସ୍ୱାଭାବିକ ରଖିବା ପାଇଁ ସ୍ଥାନୀୟ ପୋଲିସ, ସେନା, ରିଜର୍ଭ ପୋଲିସ ଫୋର୍ସ, ବିଏସଏଫ ଏବଂ ଅନ୍ୟାନ୍ୟ ସୁରକ୍ଷା

୩୧ ଜଣ ନିଖୋଜ ଅଛନ୍ତି: ମମତା

କଟକ: କଟକ ଏଏସିବିରେ ଆହତଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଆହତଙ୍କୁ ଭେଟିବା ପରେ ଗଣମାଧ୍ୟମ ଆଗରେ ମମତା ବାନାର୍ଜୀ ନିଜର ପ୍ରତିକ୍ରିୟା ରଖିଛନ୍ତି ।

ବାହନାଗା ଟ୍ରନ ଦୁର୍ଘଟଣାର ଅନେକ ଘଟଣା ସାମ୍ନାକୁ ଆସିଛି

ଭୁବନେଶ୍ୱର: ସେ ଦୃଶ୍ୟ ହୃଦୟ ବିଦାରକ । ଲୋମଟାଙ୍କୁରା । ଏବେ ବି ମନେ ପଡିଗଲେ ଦେହ ଥରି ଯାଉଛି । ଚାରିଆଡେ କୁଢକୁଢ ଶବ । କରୁଣ ଚିତ୍କାରରେ ଆକାଶର ଛାତି ଯେମିତି ଫାଟି ଯାଉଥିଲା ।