୨୧ରେ ବାଲେଶ୍ୱର ଆସିବେ ଅଶ୍ୱିନୀ ବୈଷ୍ଣବ

ବାଲେଶ୍ୱର: ୨୧ ତାରିଖରେ ଓଡ଼ିଶା ଆସିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବାଲେଶ୍ୱର ଆସିବେ ରେଳମନ୍ତ୍ରୀ । ବାହାନଗା ରେଳ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରିଥିବା

ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱରରେ ପାରଦ ୪୪ ଓ ସମ୍ବଲପୁରରେ ୪୫

ଭୁବନେଶ୍ୱର: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପଶ୍ଚିମ ଓଡ଼ିଶାରୁ ଉପକୂଳ ସବୁଠି ତାତିର ପ୍ରକୋପ ଲାଗି ରହିଥିବା ବେଳେ ଗୁଳୁଗୁଳିରେ ଆଉଟୁ ପାଉଟୁ ହେଉଛନ୍ତି

ଲୁଟିନେଲେ ଠାକୁରଙ୍କ ଲକ୍ଷାଧିକ ଟଙ୍କାର ଅଳଙ୍କାର

ଢେଙ୍କାନାଳ: ଲୁଟେରାଙ୍କ ଟାର୍ଗେଟରେ ଏବେ ଠାକୁର । ମନ୍ଦିର ତାଲା ଭାଙ୍ଗି ଲୁଟି ନେଉଛନ୍ତି ବହୁମୂଲ୍ୟ ଅଳଙ୍କାର । ଭୁବନ ଥାନା ଅନ୍ତର୍ଗତ ବାଲିବୋ ଗ୍ରାମର ଐତିହାସିକ

ମୁକ୍ତା ଯୋଜନାରେ ୧୦ ଜିଲ୍ଲା ପାଇଁ ୨୨୫ କୋଟି ମଞ୍ଜୁର କଲେ…

ଭୁବନେଶ୍ୱର: ମୁକ୍ତା ଯୋଜନାରେ ୧୦ ଜିଲ୍ଲା ୨୨୫.୫୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ଆର୍ଥିକବର୍ଷ ପାଇଁ ତୃତୀୟ ତଥା ଶେଷ ପର୍ଯ୍ୟାୟରେ ୧୦

ବାହାନଗା ଟ୍ରେନ୍ ଦୁର୍ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଆଉ…

କଟକ: ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସିତ ହେଉଥିବା ଆଉ ଜଣଙ୍କ ମୃତ୍ୟୁ ହୋଇଛି । କଟକ ଏସସିବି ଟ୍ରମା ଆଇସିୟୁରେ ଚିକିତ୍ସିତ ହେଉଥିବା ବିହାର

ବଢିଲା ଶାରିରୀକ ସମ୍ପର୍କ ରଖିବାର ବୟସ ସୀମା

ନୂଆଦିଲ୍ଲୀ: ଯୌନ ଅପରାଧକୁ ରୋକିବାକୁ ଓ ଦୋଷୀମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜାପାନ ସରକାର ତତ୍‌ ସମ୍ପର୍କିତ ଆଇନ୍‌ରେ ପରିବର୍ତ୍ତନ କରିଛନ୍ତି।

୨୩ରେ ଛୁଇଁବ ମୌସୁମୀ !

ଭୁବନେଶ୍ୱର : ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସିବାରେ ବିଳମ୍ବ ହେଲାଣି। ଜୁନ୍‌ ପହିଲାରେ ମୌସୁମୀ କେରଳ ଛୁଇଁଲେ ଏହାର ୧୦ରୁ ୧୨ଦିନ ମଧ୍ୟରେ ଓଡ଼ିଶାରେ ସ୍ପର୍ଶ କରିଥାଏ।

ଦଳିତ ବିରୋଧି ବିଜ୍ଞାପନ ଦେଇ ଫସିଲା ଜୋମାଟୋ

ନୂଆଦିଲ୍ଲୀ: ପୁଣି ଏକ ବିବାଦ ଭିତରେ ଛନ୍ଦି ହୋଇଛି ଖାଦ୍ୟ ବିତରଣ କମ୍ପାନୀ ଜୋମାଟୋ। ଏଥର ଏକ ବିଜ୍ଞାପନକୁ ନେଇ ବିବାଦରେ ଛନ୍ଦି ହୋଇଥିବା ଜଣାପଡିଛି। ସମ୍ବିଧାନର ଧାରା ୩୩୮

ଆଜି ଶେଷ ରଥଯାତ୍ରା ସମନ୍ୱୟ ବୈଠକ

ପୁରୀ:ଆଜି ରଥଯାତ୍ରା ଶେଷ ସମନ୍ୱୟ ବୈଠକ । ଦିନ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଭର୍ଚୁଆଲ ମୋଡରେ ଯୋଗ ଦେଇଁ ଶ୍ରୀମନ୍ଦିର ପରିକ୍ରମା