ଘୂର୍ଣ୍ଣିବଳୟ ପ୍ରଭାବରେ ୬ରୁ ପ୍ରବଳ ବର୍ଷା
ଭୁବନେଶ୍ବର: ରାଜ୍ୟରେ ଏଇ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି…
ସଂସଦରେ ରାହୁଲ ବନାମ ମୋଦି
ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସଂପର୍କିତ ଆଲୋଚନା ବେଳେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମୋଦି ସରକାରଙ୍କ ଉପରେ ବିଭିନ୍ନ ପ୍ରସଙ୍ଗ…
କାହିଁକି ସବୁଜରୁ ଗେରୁଆ ରଙ୍ଗ ହେଉଛି ଲକ୍ଷ୍ମୀ ବସ୍ ?
ଭୁବନେଶ୍ବର: ଶଙ୍ଖ ପୋଷ୍ଟର ହଟିଥିଲା, ଏବେ ବଦଳିଲା ରଙ୍ଗ । ସବୁଜରୁ ଗେରୁଆ ରଙ୍ଗ ହୋଇଛି ଲକ୍ଷ୍ମୀ ବସ୍ । ଢେଙ୍କାନାଳରେ ବସର ରଙ୍ଗ ବଦଳକୁ ନେଇ ଜୋରଦାର ଚର୍ଚ୍ଚା ହେଉଛି । କାହା…
ରଥଯାତ୍ରା: ତୃଟିଶୂନ୍ୟ ପରିଚାଳନା ପାଇଁ ସମସ୍ତଙ୍କ ସହଯୋଗ ଲୋଡିଲେ…
ପୁରୀ: ରଥଯାତ୍ରାକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୁରୀ ଟାଉନ ହଲଠାରେ ଆଜି ଅନୁଷ୍ଠିତ ହୋଇଯାଇଛି ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ। ଏହି ଅବସରରେ…
ରାଷ୍ଟ୍ରପତିଙ୍କ ଗସ୍ତ ଅଞ୍ଚଳ ନୋ ଡ୍ରୋନ୍ ଜୋନ୍ ଘୋଷିତ
ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୬ ତାରିଖ ସନ୍ଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି।…
ବେଙ୍ଗଲ ହିଂସାକୁ ନେଇ ଆସୁଛି ଦି ଦିଲ୍ଲୀ ଫାଇଲ୍ସ
ମୁମ୍ବାଇ: ଦି କଶ୍ମୀର ଫାଇଲ୍ସ ନିର୍ଦ୍ଦେଶକ ବିବେକ ରଞ୍ଜନ ଅଗ୍ନିହୋତ୍ରୀ ତାଙ୍କର ଆଗାମୀ ଫିଲ୍ମ ଦି ଦିଲ୍ଲୀ ଫାଇଲ୍ସକୁ ନେଇ ବ୍ୟସ୍ତ ଅଛନ୍ତି । ବେଙ୍ଗଲ ହିଂସା ଉପରେ ଏହି ଫିଲ୍ମ…
ପାକିସ୍ତାନକୁ ହଜମ ହେଉନି ଭାରତର ବିଶ୍ୱକପ୍ ବିଜୟ
ନୂଆଦିଲ୍ଲୀ: ଭାରତର ଟି-୨୦ ବିଶ୍ୱକପ୍ ବିଜୟ ପରେ ପାକିସ୍ତାନର ବହୁ ପୂର୍ବତନ ଓ ବର୍ତ୍ତମାନର କ୍ରିକେଟର ବଧାଇ ଜଣାଇଛନ୍ତି । ଅବଶ୍ୟ ଇଞ୍ଜାମାମ ଉଲ ହକ ଓ ସାହିଦ ଆଫ୍ରିଦିଙ୍କ ପରି…
ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ପୁରୀ: ରଥଯାତ୍ରା ପାଇଁ ୨ ଦିନ ସରକାରୀ ଛୁଟି । ବିରଳ ତିଥି ଅନୁଯାୟୀ ଏଥର ରଥଯାତ୍ରା ଦୁଇଦିନ ପଡୁଥିବାରୁ ଉକ୍ତ ଦୁଇଦିନକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
ଆଦିତ୍ୟ ମହାପାତ୍ର ହେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ…
ଭୁବନେଶ୍ବର: ବଦଳିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ। ପୂର୍ବରୁ ଭିକେ ପାଣ୍ଡିଆନ୍ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଥିବା ବେଳେ ବର୍ତ୍ତମାନ…
ସଂସଦ ରେକର୍ଡରୁ ହଟିଲା ରାହୁଲଙ୍କ ବିବାଦୀୟ ମନ୍ତବ୍ୟ
ନୂଆଦିଲ୍ଲୀ: ସୋମବାର ସଂସଦରେ ବିରୋଧୀ ନେତା ରାହୁଲ ଗାନ୍ଧି ଦେଇଥିବା ଅଭିଭାଷଣରେ ବିବାଦୀୟ ମନ୍ତବ୍ୟକୁ ସଂସଦ ରେକର୍ଡରୁ କାଟିଦିଆଯାଇଛି । ପ୍ରଥମ ଥର ବିରୋଧୀ ନେତା ଭାବେ ସଂସଦରେ…