Browsing Category

ଅପରାଧ

ମଣପ୍ପୁରମ ସୁନା ଲୁଟ୍‌ ଘଟଣାରେ ଆଉ ୪ ଗିରଫ; ଲୁଟ୍‌ ସୁନା ବିକି କିଣୁଥିଲେ ପାକିସ୍ତାନୀ ବନ୍ଧୁକ

ସମ୍ବଲପୁର: ଗତ ଜାନୁଆରି ମାସ ୩ ତାରିଖରେ ସମ୍ବଲପୁର ସହରର ବୁଢ଼ାରଜାସ୍ଥିତ ମଣପ୍ପୁରମ ଫାଇନାନ୍ସ ଲିମିଟେଡ୍‌ରେ ସଶସ୍ତ୍ର ଡକାୟତି ଡକାୟତି ହୋଇଥିଲା । ପୋଲିସ ପୁଣି ୪ ଜଣ ଅଭିଯୁକ୍ତଙ୍କୁ ଗିରଫ…

ନବ ଦାସ ହତ୍ୟା ମାମଲା: ଅଭିଯୁକ୍ତ ଗୋପାଳର ହେବ କଲ୍ ରେକର୍ଡ ଯାଞ୍ଚ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ନବଦାସ ହତ୍ୟା ମାମଲା । ଅଭିଯୁକ୍ତ ଗୋପାଳ ଦାସର ହେବ କଲ୍ ରେକର୍ଡ ଯାଞ୍ଚ । ହତ୍ୟା କାଣ୍ଡର ଦୁଇ ମାସ ପୂର୍ବରୁ କେଉଁ ମାନଙ୍କ ସହ କଲ୍ ରେ ଯୋଗାଯୋଗ…

ନବ ଦାସଙ୍କ ହତ୍ୟାକାଣ୍ଡର ପୁଣି ସିବିଆଇ ତଦନ୍ତ ଦାବି କଲେ ପୁଅ ବିଶାଳ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବିକୁ ପାଖାପାଖି ମାସେ ହୋଇଥିବାବେଳେ, ଏବେ ସୁଦ୍ଧା କୌଣସି ତଥ୍ୟ ସାମ୍ନାକୁ ଆସିନାହିଁ । ଯାହାକୁ ନେଇ…

ନିର୍ମମ ହତ୍ୟା! ବାଇକ୍ ଆରୋହୀଙ୍କୁ ବିଚ୍‌ ରାସ୍ତାରେ ହାଣିଲେ ଦୁର୍ବୃତ୍ତ

ବଲାଙ୍ଗୀର: ବିଚ୍‌ ରାସ୍ତାରେ ଯୁବକଙ୍କୁ ହାଣି ହତ୍ୟା ।  ଏହି ହତ୍ୟାକାଣ୍ଡ  ବଲାଙ୍ଗୀର ଚିମିନିଭାଟି ସ୍କୁଲ ନିକଟରେ ଘଟିଛି । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ମୃତଦେହ ନିକଟରେ ଏକ ବାଇକ୍‌…

ବେଆଇନ ଖଣିରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଟିମ; ଚୋରା ଚାଲାଣର ମିଳିବ ତଥ୍ୟ

ସୁନ୍ଦରଗଡ: ବେଆଇନ ଖଣିର ତଦନ୍ତ ପାଇଁ ଆଜି ସୁନ୍ଦରଗଡର ତେଲେନଡିହିରେ ପହଞ୍ଚିଛି ସ୍ଵତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍ । ହେମଗିରିର ତେଲେନଡିହି, ରତନସରା, ଭୋଗ୍ରାକଚ୍ଛାର ଆଦି ଅଞ୍ଚଳରେ କୋଇଲା ଖଣି…

୨୦୧୧ରେ ତହବୁରକୁ ନେଇ କିଛି ଏପରି ଲେଖିଥିଲେ ମୋଦି…ଆମେରିକା ଉପରେ ବର୍ଷିଥିଲେ

ନୂଆଦିଲ୍ଲୀ: ୨୬/୧୧ ମୁମ୍ବାଇ ଆକ୍ରମଣ ଅଭିଯୁକ୍ତ ତହବୁର ହୁସେନ ରାଣା ଏବେ ଭାରତରେ । ଭାରତର ଜାତୀୟ ତଦନ୍ତ ସଂସ୍ଥା (ଏନଆଇଏ) ଏବେ ତହବୁରକୁ ଜେରା କରୁଛି । ସେଦିନ ଘଟଣା ନେଇ ସବୁ ସତ ଉଗାଳୁଛି…

ଏସ୍‌ସିବିରେ ଶିଶୁ ବଦଳ ମାମଲା: ଅଧୀକ୍ଷକଙ୍କୁ ଜବାବ ଦାଖଲ ଲାଗି ହାଇକୋର୍ଟଙ୍କ ନୋଟିସ୍

କଟକ: କଟକ ବଡ଼ ମେଡିକାଲ (ଏସ୍‌ସିବି)ରେ ଶିଶୁ ବଦଳକୁ ନେଇ ରୁଜୁ ହୋଇଥିବା ମାମଲାକୁ ନେଇ ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ହାଇକୋର୍ଟ କହିଛନ୍ତି, ସରକାରୀ ମେଡିକାଲ୍‌ ଉପରେ ଲୋକଙ୍କ…

ଭାଙ୍ଗୁଛି ମାଓଗଡ; ୨୨ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ମାଓ ସଂଗଠନରେ ନିର୍ଯାତନା ଏବଂ ପୋଲିସର ମାଓ ଦମନରେ ଅତିଷ୍ଠ ହୋଇ ରବିବାର ପୁଣି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲା ପୋଲିସ ନିକଟରେ ୨୨ ଜଣ ମାଓବାଦୀ…

ହତ୍ଯା ମାମଲାରେ ଗୋଆରୁ ଗିରଫ ଗଜପତିର ବ୍ଯକ୍ତି

ପାଣାଜୀ: ଗୋଆ ଭର୍ନା ଥାନା ଅଞ୍ଚଳର ଏକ କୁକୁଡ଼ା ଫାର୍ମରେ ଘଟିଥିବା ହିଂସାରେ ଜଣେ ବ୍ୟକ୍ତିର ମୃତ୍ୟୁ ଘଟିଛି। ଏହି ହତ୍ୟା ଅଭିଯୋଗରେ ଗଜପତି ଜିଲ୍ଲାର ଦୁଇଜଣଙ୍କୁ ଗୋଆରେ ଗିରଫ କରାଯାଇଛି।…

ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାର ସାକ୍ଷୀ ଦୁର୍ଘଟଣାରେ ଗୁରୁତର

ଝାରସୁଗୁଡା: ବଡ ଖବର । ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାର ସାକ୍ଷୀ ଦୁର୍ଘଟଣାରେ ଗୁରୁତର । ସାକ୍ଷୀ ମନୁ ପ୍ରସାଦ ଦୁର୍ଘଟଣାରେ ଗୁରୁତର । ଗୁରୁତର ଅବସ୍ଥାରେ ମନୁକୁ ମେଡିକାଲ୍‌ରେ ଭର୍ତ୍ତି…