Browsing Category

ଖେଳ

ପର୍ଥ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଅକ୍ଟୋବର ୧୯ରୁ ଦିନିକିଆ ସିରିଜ ଆରମ୍ଭ ହେବ । ଭାରତର ଦୁଇ ମହାନ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମା ଦୀର୍ଘ ଦିନ ପରେ ଆନ୍ତର୍ଜାତୀୟ ମ୍ୟାଚ ଖେଳିବେ ।…

ରଣଜୀ ଟ୍ରଫି: ବରୋଦା ନିକଟରୁ ହାରିଲା ଓଡିଶା

କଟକ: ରଣଜୀ ଟ୍ରଫି କ୍ରିକେଟରେ ଓଡିଶା ପରାଜୟରୁ ତାର ଅଭିଯାନ ଆରମ୍ଭ କରିଛି । ଘରୋଇ ପରିବେଶରେ ବରୋଦା ବିପକ୍ଷ ମ୍ୟାଚରେ ଓଡିଶା ୭ୱିକେଟରେ ପରାଜିତ ହେବା ପ୍ରଶଂସକଙ୍କୁ ନିରାଶ କରିଛି । ମହେଶ…

ମହିଳା ବିଶ୍ୱକପ କ୍ରିକେଟ: ଭାରତ-ପାକିସ୍ତାନ ମ୍ୟାଚକୁ ଦେଖିଲେ ରେକର୍ଡ ସଂଖ୍ୟକ ଦର୍ଶକ

ନୂଆଦିଲ୍ଲୀ: ମହିଳା ବିଶ୍ୱକପ କ୍ରିକେଟରେ ଭାରତ-ପାକିସ୍ତାନ ମ୍ୟାଚକୁ ରେକର୍ଡ ଦର୍ଶକ ଉପଭୋଗ କରିଛନ୍ତି । ଆଇସିସି ରିପୋର୍ଟ ଅନୁସାରେ ଅକ୍ଟୋବର ୫ରେ କଲମ୍ବୋରେ ଏହି ମ୍ୟାଚ ଖେଳାଯାଇଥିଲା । ଏହି…

ଅଷ୍ଟ୍ରେଲିଆରେ ଟିମ ଇଣ୍ଡିଆ: ଗିଲଙ୍କ ନେତୃତ୍ୱରେ ରୋହିତ, କୋହଲି ପ୍ରସ୍ତୁତ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମ ଦିନିକିଆ ସିରିଜ ଖେଳିବା ପାଇଁ ପର୍ଥରେ ପଂହଚିଛନ୍ତି । ଅକ୍ଟୋବର ୧୯ରୁ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହେବ । ଦୁଇ…

ବଡ ଭାଇଙ୍କୁ ୮୦ କୋଟି ମୂଲ୍ୟର ସମ୍ପତି ଦାୟିତ୍ୱ ପ୍ରଦାନ କଲେ କୋହଲି

ନୂଆଦିଲ୍ଲୀ: ଭାରତର ଷ୍ଟାର କ୍ରିକେଟର ବିରାଟ କୋହଲି ଇଂଲଣ୍ଡରେ ଆଗକୁ ରହିବେ ବୋଲି ବିଭିନ୍ନ ରିପୋର୍ଟ ପ୍ରକାଶ ପାଇଛି । ଏହି ଅବସରରେ କୋହଲି ଗୁରୁଗ୍ରାମରେ ଥିବା ବଙ୍ଗଳାର ସମ୍ପୂର୍ଣ୍ଣ ଦାୟିତ୍ୱ…

ସୁଲତାନ ଜୋହର କପ ହକି: ଭାରତ-ପାକିସ୍ତାନ ମ୍ୟାଚ ଡ୍ର

ଜୋହୋର ବାହରୁ: ୨୧ ବର୍ଷରୁ କମ ସୁଲତାନ ଜୋହର କପ ହକିରେ ମଙ୍ଗଳବାର ଭାରତ ଓ ପାକିସ୍ତାନ ସାମ୍ନାସାମ୍ନି ହୋଇଥିଲେ । ଏହି ରୋମାଂଚକ ମୁକାବିଲା ୩-୩ ଡ୍ରରେ ସମାପ୍ତ ହୋଇଛି । ପ୍ରଥମରୁ ପାକିସ୍ତାନ…

ଗିଲ କହିଲେ ଟିମ ଇଣ୍ଡିଆକୁ ଆବଶ୍ୟ ରୋହିତ, କୋହଲିଙ୍କ ମ୍ୟାଜିକ

ନୂଆଦିଲ୍ଲୀ: ଟିମ ଇଣ୍ଡିଆ ଅଧିନାୟକ ଶୁଭମନ ଗିଲ ସ୍ପଷ୍ଟ ଭାବେ କହିଛନ୍ତି ଯେ, ଆଗାମୀ ଅଷ୍ଟ୍ରେଲିଆ ଗସ୍ତରେ ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ଅଭିଜ୍ଞତା ଆମକୁ ଆବଶ୍ୟକ ରହିଛି । ଅକ୍ଟୋବର ୧୯ରୁ…

କୋହଲିଙ୍କ ଆଇପିଏଲ କ୍ୟାରିୟର ନେଇ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ: ଟିମ ଇଣ୍ଡିଆର ମହାନ ଖେଳାଳି ବିରାଟ କୋହଲିଙ୍କ କ୍ରିକେଟ ଭବିଷ୍ୟତ ନେଇ ଅନେକ ଆକଳନ କରାଯାଉଛି । ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି ନାହିଁ, ଅଷ୍ଟ୍ରେଲିଆ ଗସ୍ତ ପରେ ଅବସର…

ବିଜୟ ଧାରା ବଜାୟ ରଖିଲା ଭାରତ; ପରବର୍ତ୍ତୀ ମ୍ୟାଚରେ ପାକ୍ ସହ ଟକ୍କର

ନୂଆଦିଲ୍ଲୀ:ଭାରତୀୟ ଜୁନିଅର ପୁରୁଷ ହକି ଦଳ ରବିବାର ଦିନ ଜୋହୋର ବାହରୁ (ମାଲେସିଆ)ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ୪-୨ ଗୋଲରେ ସହଜ ବିଜୟ ହାସଲ କରିଛି । ଫଳରେ ସୁଲତାନ ଜୋହୋର କପରେ ବିଜୟ ଧାରା…

କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ହେବ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ ଠାରେ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍‌ର ଆୟୋଜନ କରାଯିବ । ଅକ୍ଟୋବର ୧୦ ତାରିଖ ଠାରୁ ଅକ୍ଟୋବର ୧୪ ତାରିଖ ପର୍ଯ୍ୟନ୍ତ…