Browsing Category

ଖେଳ

ଟିମ ଇଣ୍ଡିଆ ଟି୨୦ ଦଳର ନିୟମିତ ସଦସ୍ୟ ହେବା ରାହୁଲଙ୍କ ଟାର୍ଗେଟ

ନୂଆଦିଲ୍ଲୀ: ଚଳିତ ଆଇପିଏଲରେ କେଏଲ ରାହୁଲ ବିସ୍ଫୋରକ ବ୍ୟାଟିଂ ପ୍ରଦର୍ଶନ କରି ସମସ୍ତଙ୍କ ମନ ଜିଣି ପାରିଛନ୍ତି । ଆନ୍ତର୍ଜାତୀୟ ଟି୨୦ରେ ରାହୁଲ ଭାରତୀୟ ଦଳର ନିୟମିତ ସଦସ୍ୟ ହେବାକୁ…

ଆହୁରି ବୃଦ୍ଧି ପାଇବ ଆଇପିଏଲ ମ୍ୟାଚ ସଂଖ୍ୟା

ନୂଆଦିଲ୍ଲୀ: ଇଣ୍ଡିଆନ ପ୍ରିମିୟର ଲିଗର କଳେବର ଆହୁରି ବୃଦ୍ଧି ପାଇବ । କ୍ରିକଇନଫୋରେ ପ୍ରକାଶିତ ଖବର ଅନୁସାରେ ୨୦୨୮ରୁ ଆଇପିଏଲରେ ଓଭରାଲ ୯୪ ମ୍ୟାଚ ଖେଳାଯିବ । ଆଇପିଏଲ ଚେୟାରମ୍ୟାନ…

ଆଫ୍ରିଦୀଙ୍କୁ ଧାୱନ କହିଲେ ଆଉ କେତେ ତଳକୁ ଖସିବ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ତିକ୍ତତା ଶେଷ ସୀମାରେ ପଂହଚି ଯାଇଛି । ପାକିସ୍ତାନୀ କ୍ରିକେଟର ଶାହୀଦ ଆଫ୍ରିଦୀ ଏ ନେଇ ଅଯଥା ବୟାନ ଦେବାରେ…

କଳିଙ୍ଗ ସୁପର କପ ଫୁଟବଲ: ସେମିରେ ମୁମ୍ବାଇ ସିଟି

ଭୁବନେଶ୍ୱର: ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ରବିବାର କଳିଙ୍ଗ ସୁପର କପ ଫୁଟବଲର ଏକ ରୋମାଂଚକ ମୁକାବିଲାରେ ମୁମ୍ବାଇ ସିଟି ୧-୦ଗୋଲରେ ଇଂଟର କାଶୀକୁ ପରାସ୍ତ କରିଛି । ଏଥିସହ ମୁମ୍ବାଇ ଟିମ ସେମି…

କିଏ କହିଲେ ଯୁବିଙ୍କଠାରୁ ପ୍ରଶିକ୍ଷଣ ନେଲେ ଗେଲଙ୍କ ପରି ଖେଳିବେ ଅର୍ଜୁନ

ମୁମ୍ବାଇ: ଅର୍ଜୁନ ତେନ୍ଦୁଲକର ୨୦୨୫ ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ ଟିମରେ ଥିଲେ ମଧ୍ୟ ଗୋଟିଏ ବି ମ୍ୟାଚ ଖେଳିବାକୁ ସୁଯୋଗ ପାଇ ନାହାନ୍ତି । ଇତି ମଧ୍ୟରେ ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ…

ତରବରିଆ ଭାବେ ନିଷ୍ପତି ନେଇଗଲେ କି କିଶାନ

ହାଇଦ୍ରାବାଦ: ଚଳିତ ଆଇପିଏଲରେ ବୁଧବାର ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦର ଈଶାନ କିଶାନ ତରବରିଆ ଭାବେ ଏକ ବଡ ନିଷ୍ପତି ନେଇ ଯାଇଛନ୍ତି । ଦୀପକ ଚହରଙ୍କ ବଲକୁ ଲେଗ…

ଆଇପିଏଲରେ ୧୦୦୦ ରନ ପୂର୍ଣ୍ଣ କରିବା ପାଇଁ ଏହି ବ୍ୟାଟ୍ସମ୍ୟାନଙ୍କୁ ଲାଗିଲା ୧୬ ବର୍ଷ

ଲକ୍ଷ୍ନୌ: ଲକ୍ଷ୍ନୌ ସୁପର ଜ୍ୟାଂଟସର ଓପନର ମିଚେଲ ମାର୍ଶ ଆଇପିଏଲରେ ଏକ ଅଲୋଡା ରେକର୍ଡ କରିଛନ୍ତି । ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ ଅବସରରେ ସେ ୪୫ ରନର ଇନିଂସ ଖେଳିବା ଅବସରରେ ସେ ୧୦୦୦…

ଗମ୍ଭୀରଙ୍କୁ ପରୋକ୍ଷରେ ଟାର୍ଗେଟ କଲେ ରୋହିତ

ମୁମ୍ବାଇ: ଆଇପିଏଲ ୨୦୨୫ରେ ରୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗସ ବିପକ୍ଷ ମ୍ୟାଚରେ ଆକର୍ଷଣୀୟ ପ୍ରଦର୍ଶନ କରି ମୁମ୍ବାଇ ଇଣ୍ଡିଆନ୍ସ ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି । ଏହି…

ବିଶ୍ୱରେ ପ୍ରଥମ: ମାରାଥନରେ ମଣିଷ ସହିତ ଦୌଡୁଛି ରୋବୋଟ୍ , ଜାଣନ୍ତୁ କିଏ ଜିତିଲା ରେସ୍

ନୂଆଦିଲ୍ଲୀ: ବିଶ୍ୱରେ ପ୍ରଥମଥର ପାଇଁ ଏପରି ଦୌଡ଼ ଚୀନ୍‌ରେ ଦେଖିବାକୁ ମିଳିଛି; ଯେଉଁଥିରେ ମଣିଷ ସହିତ ରୋବୋଟମାନଙ୍କୁ ମଧ୍ୟ ଦୌଡୁଥିବାର ଦେଖାଯାଇଥିଲା। ଶନିବାର ଦିନ ଚୀନ୍ ବିଶ୍ୱର ପ୍ରଥମ…

ରାଜ୍ୟ କ୍ରୀଡାକୁ ନେଇ ବଡ ଘୋଷଣା; ସମସ୍ତ ଜିଲ୍ଲାରେ ଖୋଲିଲା ୩୦ଟି ଖେଲୋ ଇଣ୍ଡିଆ ସେଣ୍ଟର

ଭୁବନେଶ୍ବର: ୩୦ ଜିଲ୍ଲାର ସ୍କୁଲରେ ଖୋଲିଲା ୩୦ଟି ଖେଲୋ ଇଣ୍ଡିଆ ସେଣ୍ଟର। ଯେଉଁଠି ସେଣ୍ଟର ହୋଇଛି ପୂର୍ବରୁ ସେଠାରେ ଭିତ୍ତିଭୂମି ରହିଛି। ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟ…