Browsing Category

ରାଜନୀତି

ଗୁଣ୍ଡୁଚି ମୂଷା ହୋଇ ବିକଶିତ ଓଡ଼ିଶା ଦିଗରେ କାମ କରିବି: ଅଧିରାଜ ପ୍ରାଣିଗ୍ରାହୀ

ଭୁବନେଶ୍ୱର: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ବିଜେଡିରେ ଯୋଗ ଦେଇଛନ୍ତି ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ । ଗତକାଲି କଂଗ୍ରେସ ଦଳରୁ ଇସ୍ତଫା ଦେବା ପରେ ଆଜି ବିଧିବଦ୍ଧ ଭାବେ

ଲଢ଼ିବେନି ପିନାକୀ! ସ୍ଥାନ ନେବେ ଅରୂପ?

ରାଜ୍ୟରେ ବିଜେଡି- ବିଜେପି ସମ୍ଭାବ୍ୟ ମେଣ୍ଟକୁ ନେଇ ଏପର୍ଯ୍ୟନ୍ତ ଦ୍ୱନ୍ଦ୍ୱ ହଟି ନାହିଁ । ନିର୍ବାଚନ କମିଶନ ଲମ୍ବା ସମୟ ଦେଇଥିବା ପରିପ୍ରେକ୍ଷୀରେ ଉଭୟ ଦଳ ମଧ୍ୟରେ ଚାଲିଥିବା ମେଣ୍ଟ ଆଲୋଚନା

ଟିକେଟ ଚର୍ଚ୍ଚାରେ କଙ୍ଗନା!; କେଉଁ ଆସନରୁ ଲଢିବେ ନିର୍ବାଚନ

ନୂଆଦିଲ୍ଲୀ; ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ତାଙ୍କ ବୟାନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥା’ନ୍ତି । ଘଟଣା ଯାହା ବି ହେଉ ନା କାହିଁକି କଙ୍ଗନା ପ୍ରତ୍ୟେକ ପ୍ରସଙ୍ଗରେ ନିଜର ମତ ବ୍ୟକ୍ତ

ରାହୁଲଙ୍କୁ ମୋଦିଙ୍କ ଟାର୍ଗେଟ: ‘ଦେଶର ପ୍ରତ୍ୟେକ ମାଆ-ଝିଅ ଶକ୍ତିର ରୂପ, ଆଉ ମୁଁ ତାଙ୍କ ପୂଜାରୀ’

ନୂଆଦିଲ୍ଲୀ: ବାଜିସାରିଛି ନିର୍ବାଚନ ବିଗୁଲ। ଦେଶରେ ୨୦୨୪ ଲୋକସଭା ନିର୍ବାଚନ ତାରିଖ ଘୋଷଣା ହୋଇଯାଇଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ତେଲଙ୍ଗାନାର ଜଗତିଆଲରେ ଏକ

ଆସନ୍ତାକାଲି ଓଡିଶା ଆସୁଛନ୍ତି ଛତିଶଗଡ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା

ଭୁବନେଶ୍ୱର: ଆସନ୍ତାକାଲି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ଛତିଶଗଡ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା । ନବରଙ୍ଗପୁର ଜିଲ୍ଲା ଉମରକୋଟରେ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ଛତିଶଗଡ

ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

କଟକ: କଂଗ୍ରେସ ନେତା ମହମ୍ମଦ ମୋକିମ୍‌ ଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ନିର୍ବାଚନୀ ସତ୍ୟପାଠ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ହାଇକୋର୍ଟଙ୍କ

ନିର୍ବାଚନ କମିସନଙ୍କ ଘୋଷଣାକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ

ମୋଦୀଙ୍କ କଲ୍ୟାଣକାରୀ ଯୋଜନା ଆଧାରରେ ଜନତାଙ୍କ ଆସ୍ଥାଭାଜନ ହେବୁ - ଧର୍ମେନ୍ଦ୍ର ପ୍ରଧାନ • ଦେଶର ଜନସାଧାରଣ ଓ ସମସ୍ତ ରାଜନୈତିକ ଦଳ ମାନଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ• “ଫିର୍

ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ନିର୍ବାଚନ; ତାରିଖ ଘୋଷିତ

ଭୁବନେଶ୍ୱର: ବାଜିଲା ନିର୍ବାଚନ ବିଗୁଲ । ଆରମ୍ଭ ହେଲା କାଉଣ୍ଟ ଡାଉନ। ଦେଶରେ ଲୋକସଭା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ପ୍ରଥମ ପର୍ଯ୍ୟାୟ ମତଦାନ ଏପ୍ରିଲ ୧୯ ତାରିଖରୁ

ବିଜେପିରେ ଯୋଗ ଦେଲେ ପ୍ରସିଦ୍ଧ ଗାୟୀକା ଅନୁରାଧା ପଡ଼ୱାଲ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିରେ ଯୋଗ ଦେଲେ ପ୍ରସିଦ୍ଧ ଗାୟୀକା ଅନୁରାଧା ପଡୱାଲ। ସେ ଆଜି ଅପରାହ୍ନରେ ବିଜେପି କାର୍ଯ୍ୟାଳୟରେ ପହଞ୍ଚି ଦଳରେ ଯୋଗ ଦେଇଛନ୍ତି। ଖୁବଶୀଘ୍ର ଦେଶରେ

ଦେଲେନି ଟିକେଟ ; ଦଳ ଡେଇଁଲେ ଅରିନ୍ଦମ ରାୟ

ଓଡିଶାରେ ବିଜେଡି-ବିଜେପି ମେଣ୍ଟକୁ ନେଇ ସସପେନ୍ସ ଜାରି ରହିଛି । ଆଉ ଏହି ମେଣ୍ଟ ସସପେନ୍ସ ଉପରୁ ହଟୁନାହିଁ ପରଦା । ଆଉ ଚର୍ଚ୍ଚା ଭିତରେ ବିଜେଡ଼ିର ରାଜ୍ୟ ସାଧାରଣ ସମ୍ପାଦକ ଥିବା ଅରିନ୍ଦମ ରାୟ