Browsing Category

ରାଜ୍ୟ

ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ବିହାର ମୁଖ୍ୟମନ୍ତ୍ରୀ, ସାଥିରେ ଥିଲେ ଅମିତ ଶାହଙ୍କ ସହ ଅନ୍ୟ ପ୍ରମୁଖ ବ୍ୟକ୍ତି

ପାଟନା: ବିହାରର ମୁଖ୍ୟମନ୍ତ୍ରୀ ରାଜ୍ୟସଭା ପାଇଁ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ସେ ବିଧାନସଭାରେ ତାଙ୍କର ନାମାଙ୍କନ ଦାଖଲ କରିଥିଲେ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ସଭାପତି…

ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର;ଏକାଠି ବସିଲେ ନବୀନ ଓ ଭକ୍ତ

ଭୁବନେଶ୍ଵର:ଆଜି ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା । ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ମିଶ୍ର ୩ ସେଟର ନାମାଙ୍କନ ଦାଖଲ କରିଛନ୍ତି ଓ କମନ୍…

ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଟ୍ୱିନ ସିଟିରେ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। କଟକ ଓ ଭୁବନେଶ୍ବରରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ। ଆଜି ସନ୍ଧ୍ୟାରେ ଭୁବନେଶ୍ବରରେ…

ଧିରେ ଧିରେ ବଢୁଛି ତାତି, ୪୦ ଡିଗ୍ରୀ ଛୁଇଁପାରେ ଦିନ ତାପମାତ୍ରା

ଭୁବନେଶ୍ୱର : ରାଜ୍ୟରେ ଧିରେ ଧିରେ ବଢ଼ୁଛି ତାତି। ଗତ ୨୪ ଘଣ୍ଟାରେ ଝାରସୁଗୁଡାରେ ସର୍ବାଧିକ ୩୯ ଡିଗ୍ରୀ ସେଲସିଅସ୍ ଏବଂ ରାଉରକେଲାରେ ସର୍ବନିମ୍ନ ୧୩.୭ ଡିଗ୍ରୀ ସେଲସିଅସ୍ ରେକର୍ଡ ହୋଇଛି।…

ହୋଲିରେ ଅଘଟଣ, ନଦୀରେ ବୁଡି ୩ ଯୁବକ ମୃତ

ଭୁବନେଶ୍ବର: ପବିତ୍ର ‘ହୋଲି’ ପର୍ବ ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅଘଟଣ ଘଟିଛି। ହୋଲି ଖେଳି ସାରି ନଦୀରେ ଗାଧୋଇବା ବେଳେ ବୁଡିଯାଇ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ଗାଧୋଇବା ବେଳେ…

ହୋଲିରେ ଜଗିବେ ୧୭ ପ୍ଳାଟୁନ୍ ଫୋର୍ସ;ଅସାମାଜିକ ଯୁବକଙ୍କ ଉପରେ ନଜର…

କଟକ:ହୋଲିକୁ ନେଇ କଟକ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଉଛି । କଟକର ସଂପୂର୍ଣ୍ଣ ସହରକୁ ୨ଟି ସେକ୍ଟର ଓ ୬ ଜୋନ୍‌ରେ ବଣ୍ଟାଯାଇ ସୁରକ୍ଷା ବ୍ୟବସ୍ଥାକୁ ନିୟନ୍ତ୍ରଣ କରାଯିବ ।…

ରାଜ୍ୟରେ ମାର୍ଚ୍ଚରୁ ମେ’ ଭିତରେ ଗ୍ରୀଷ୍ମ ପ୍ରବାହ ଅଧିକ ହେବ…

ଭୁବନେଶ୍ୱର: ଏବେ ଠାରୁ ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି ତାପମାତ୍ରା । ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମଲହରି ଅବଧି ଅଧିକ ରହିବ । ବିଶେଷକରି ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ…

ସର୍ଭାଇକାଲ୍ କ୍ୟାନସର ମୁକ୍ତ ହେବେ ଓଡ଼ିଶା, କିଶୋରୀ ନେବେ HPV ଟିକା

ପାପିଲୋମା ଭାଇରସ୍ (ଏଚ୍‌ପିଭି) ଟିକାକରଣ କାର୍ଯ୍ୟକ୍ରମ ଜୋରଦାର କରାଯିବ। ଯେଉଁମାନେ ଟିକା ନେବାକୁ ଚାହିଁବେ ସେମାନେ ଅଧାର କାର୍ଡ ସହିତ ବୟସ ପ୍ରମାଣପତ୍ର ନେଇ ୟୁୱିନ୍ ପୋର୍ଟାଲରେ ପଞ୍ଜୀକରଣ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତିରେ ଅବ୍ୟବସ୍ଥା, ରାତି ସାରା ଅନିଦ୍ରା ରହିଲେ ଶ୍ରୀଜୀଉ

ପୁରୀ: ଶନିବାର ରାତିରେ ପହୁଡ଼ ହୋଇ ନଥିବାରୁ ଅନିଦ୍ରା ରହିଲେ ଶ୍ରୀଜୀଉ । ଦୁଇ ଦିନ ଧରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତି ବହୁ ବିଳମ୍ବରେ ଚାଲିଥିବା କାରଣରୁ ଏଭଳି ସ୍ଥିତି ଉପୁଜିଛି ।…

୮୮୦ ବୋତଲ ବିଦେଶୀ ମଦ ଓ କାର ଜବତ, ଡ୍ରାଇଭର ଗିରଫ…

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ନୂଆପଡାରେ ବିପୁଳ ପରିମାଣରେ ବିଦେଶୀ ମଦ ଜବତ ହୋଇଛି । ଏହି ଘଟଣାରେ ଜଣକୁ ଗିରଫ କରାଯାଇଛି । ଚାଲାଣରେ ବ୍ୟବହୃତ ସ୍ବିଫ୍ଟ ଡିଜାୟାର କାର (ଓଡି୩୩-୩୫୦୦)…