Browsing Category

culture

ଐତିହାସିକ କଟକ ବାଲିଯାତ୍ରାର ଶୁଭାରମ୍ଭ; ସରକାରୀ ଅନୁଦାନକୁ ୧୦ କୋଟି ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର: ବାଲିଯାତ୍ରା ଓଡିଆ ଜାତିର ସାହସ, ଦୃଢସଙ୍କଳ୍ପ ଓ ସାମୁଦ୍ରିକ ବାଣିଜ୍ୟ ସଂସ୍କୃତିର ଜୀବନ୍ତ ସ୍ମୃତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଐତିହାସିକ କଟକ ବାଲିଯାତ୍ରା ୨୦୨୫…

ଶ୍ରୀମନ୍ଦିର ଭିତରୁ ଡାଲଡା ଘିଅ ଜବତ, କୈଫିୟତ ତଲବ

ପୁରୀ:ଆଜି ପଞ୍ଚୁକର ଦ୍ବିତୀୟ ଦିନରେ ମହାପ୍ରଭୁଙ୍କୁ ଆଡ଼କିଆ ବା ତ୍ରିବ୍ରିକ୍ରମ ବେଶ । ଏପଟେ ଶ୍ରୀମନ୍ଦିର ଭିତରେ ଡାଲଡା ଘିଅ ଜବତ ହୋଇଛି । ଶ୍ରୀମନ୍ଦିର ଭିତରେ କେବଳ ଓମ୍‌ଫେଡ୍‌ ଘିଅ ବ୍ୟବହାର…

ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ୱର: ଶ୍ରୀମନ୍ଦିରରେ ଭକ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡିଜି) ସୌମେନ୍ଦ୍ର ପ୍ରିୟଦର୍ଶୀ ସୋମବାର ପୁରୀରେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା…

ସଜେଇ ହେଉଛି ସାକ୍ଷୀଗୋପାଳ; କାଲି ମା’ରାଧାରାଣୀଙ୍କ ଓଡ଼ିଆଣୀ ବେଶ

ପୁରୀ: ଆସନ୍ତାକାଲି ପବିତ୍ର ଅଁଳା ନବମୀ । ପବିତ୍ର ଅଁଳା ନବମୀରେ ପୁରୀ ସାକ୍ଷୀଗୋପାଳ ମନ୍ଦିରରେ ମା’ ରାଧାରାଣୀଙ୍କ ପାଦ ଦର୍ଶନ ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଜମିବ । ବର୍ଷକୁ ଗୋଟିଏ ଥର…

ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ; ରହିଛି ଏହି ବେଶର ମାହାତ୍ମ୍ୟ…

ପୁରୀ: ଆଜି ଅନୁଷ୍ଠିତ ହେବ ବଡ଼ଠାକୁରଙ୍କ ହରିହର ବେଶ । କାର୍ତ୍ତିକ ମାସ ଶୁକ୍ଳପକ୍ଷ ପଞ୍ଚମୀ ସୋମବାର ଅବସରରେ ଶ୍ରୀମନ୍ଦିରରେ ବଡ଼ଠାକୁର ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଦାରୁ…

ନଭେମ୍ବର ୫ରୁ ୧୪ ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବ; ରାଜ୍ୟର ଐତିହ୍ୟ, ପରମ୍ପରା ଓ ଅସ୍ମିତାର ହେବ ସ୍ୱତନ୍ତ୍ର…

ଭୁବନେଶ୍ୱର: ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ ନଭେମ୍ବର ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏନେଇ ଏକ ପ୍ରସ୍ତୁତି ବୈଠକ ଆଜି ଭୁବନେଶ୍ୱରର…

ପିନ୍ଧା ଧୋତିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖମଣ୍ଡଳ ଚିତ୍ର, ଶ୍ରୀମନ୍ଦିର ସେବାୟତଙ୍କ ପକ୍ଷରୁ ଘୋର ବିରୋଧ

ପୁରୀ: ଧୋତି ପଞ୍ଜାବୀରେ ମହାପ୍ରଭୁ ଜଗନ୍ନାଥଙ୍କ ଫଟୋଚିହ୍ନ । କିଛି ଶ୍ରଦ୍ଧାଳୁ ପୁରୀ ଶ୍ରୀମନ୍ଦିର ନିକଟରେ ଜଗନ୍ନାଥଙ୍କ ଛବି ଥିବା ଧୋତି ପଞ୍ଜାବୀ ପିନ୍ଧି ବୁଲୁଥିବାର ଦେଖିବାକୁ ମିଳିଛି ।…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ବୁଧବାର କାର୍ତ୍ତିକ କୃଷ୍ଣ ପକ୍ଷ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି…

ଡିଜିଟାଲ ଲାଇବ୍ରେରୀ ସ୍ଥାପନ କରିବ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ, ଜାଣନ୍ତୁ କି ସୁବିଧା ମିଳିବ…

ପୁରୀ: ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ବଡ ନିଷ୍ପତ୍ତି । ଖୁବ ଶୀଘ୍ର ମାଦଳା ପାଞ୍ଜି ଏବଂ ଅନ୍ୟାନ୍ୟ ବିରଳ ମନ୍ଦିର ରେକର୍ଡ ଏବଂ ତାଳପତ୍ର ପାଣ୍ଡୁଲିପି ସଂରକ୍ଷଣ ପାଇଁ ଏକ ଡିଜିଟାଲ…

ଖିଲିଖିଲି ହସିଲାଣି କାଶତଣ୍ଡି: ଧରାପୃଷ୍ଠକୁ ଆଗମନ କରିବେ ଜଗତ ଜନନୀ ମା’ ଦୁର୍ଗା

ଭଦ୍ରକ: ଶରତର ଆଗମନରେ ସଜେଇ ହେଲାଣି ଗାଁ ଠୁ ସହର । ଏବେ ଧରାପୃଷ୍ଠକୁ ଆଗମନ କରିବେ ଜଗତ ଜନନୀ ଦେବୀ ଦୁର୍ଗା । ଶିଳ୍ପୀର ତୁଳୀ ଚଳଚଞ୍ଚଳ ହୋଇଛି । ଶିଳ୍ପୀର ଶେଷ ସ୍ପର୍ଶକୁ ସମସ୍ତେ ଅପେକ୍ଷା…