Browsing Category
ରାଜ୍ୟ
ଦଶ ମୂଳ ମୋଦକ ଚୋରୀ ଘଟଣା; ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କଲେ ଜଗନ୍ନାଥ ସ୍ୱାଇଁ ମହାପାତ୍ର
ପୁରୀ: ଦଶ ମୂଳ ମୋଦକ ଚୋରୀ ଅଭିଯୋଗରେ ନୂଆ ମୋଡ । ଅନବସରରେ ମହାପ୍ରଭୁଙ୍କୁ ଦଶମୂଳ ମୋଦକ ଲାଗି ପୂର୍ବରୁ ୭୦ ମୋଦକ କମ୍ ପଡ଼ିବା ନେଇ ବାଡଗ୍ରାହୀଙ୍କ ଅଭିଯୋଗ ପରେ ଜୋର୍ ଧରିଛି ଚୋରି ଚର୍ଚ୍ଚା ।…
ରାଜ୍ୟରେ ଆଉ ୫ଶହ ରାଇସ୍ ମିଲ୍ର ଆବଶ୍ୟକତା ରହିଛି: ଯୋଗାଣ ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ରାଇସ୍ ମିଲ୍ ଓ ଚାଉଳ ରପ୍ତାନୀ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବୟାନ । ମିଲ୍ ଅଭାବରୁ ଧାନ ଉଠାଇବାରେ ଅସୁବିଧା ହେଉଛି ବୋଲି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ…
‘ମୁଖ୍ୟମନ୍ତ୍ରୀ ସମୟ ଦେଉନାହାନ୍ତି, ରାଷ୍ଟ୍ରପତିଙ୍କୁ ଭେଟିବ ଏଆଇସିସି ତଥ୍ୟ ଅନୁଧ୍ୟାନ କମିଟି’
ଭୁବନେଶ୍ୱର: ଆମେ ଗୋପାଳପୁରରୁ ଫେରିବାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲୁ, ହେଲେ ସେ ସମୟ ଦେଉ ନାହାନ୍ତି । ରାଜ୍ୟରେ ବିଜେପି ସରକାରର ବର୍ଷେ ବିତିଗଲା, ହେଲେ ମହିଳା କମିଶନ ଚୟନ…
ବନ୍ଧୁକ ମୁନରେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି
ମୟୂରଭଞ୍ଜ:ବନ୍ଧୁକ ମୁନରେ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି। ବାରିପଦା କୁଳିଅଣା ଥାନା କୁଚେଇ ଗ୍ରାମ୍ୟ ଓଡ଼ିଶା ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଛି। ୨ଟି ବାଇକରେ ୫ ଦୁର୍ବୃତ୍ତ ଆସି ବନ୍ଧୁକ ଦେଖାଇ…
ରଥଯାତ୍ରାରେ ‘ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ’କୁ ବର୍ଜନ କରିବା ପାଇଁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ପୁରୀକୁ ସ୍ୱଚ୍ଛ ଓ ସୁନ୍ଦର ରଖିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ଭିଡ଼ିଓ ବାର୍ତ୍ତା
*ରଥଯାତ୍ରାରେ ‘ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ’କୁ ବର୍ଜନ କରିବା ପାଇଁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ…
ସର୍ଜରୀ ପରେ ନବୀନ ସୁସ୍ଥ ହେଉଛନ୍ତି: ଭାଇ ପ୍ରେମ ପଟ୍ଟନାୟକ
ଭୁବନେଶ୍ୱର: ମୁମ୍ବାଇରେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ସର୍ଜରୀର ଦିନକ ପରେ ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ପୂର୍ବତନ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭାଇ ପ୍ରତିକ୍ରିୟା…
ମନ୍ତ୍ରିମଣ୍ଡଳ ସଂପ୍ରସାରଣ: ଯୁବ, ମହିଳାଙ୍କୁ ଫୋକସ୍ !
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପରେ ବଢିଛି ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା । ବିଜେପି ହାଇକମାଣ୍ଡରୁ ଗ୍ରୀନ୍ ସିଗନାଲ ମିଳି ସାରିଥିବା ବେଳେ ମନ୍ତ୍ରୀ ପଦକୁ ନେଇ…
ରଥଯାତ୍ରା ବେଳେ ପୂର୍ବତଟ ରେଳପଥ ପକ୍ଷରୁ ୩୬୫ ସ୍ୱତନ୍ତ୍ର ଟ୍ରେନ ହେବ ଚଳାଚଳ
ଭୁବନେଶ୍ବର: ପୁରୀରେ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ମହୋତ୍ସବକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟଗୁଡ଼ିକର ତୀର୍ଥଯାତ୍ରୀ ଏବଂ ପରିଦର୍ଶକମାନଙ୍କ ସୁଗମ…
ରଥଯାତ୍ରା ସମୟରେ ପୁରୀକୁ ଜଗିବ ୨୭୫ AI କ୍ୟାମେରା
ପୁରୀ: ଆଉ ମାତ୍ର ୪ ଦିନ ପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏହି ସମୟରେ ପୁରୀ ସହରକୁ ୨୭୫ଟି AI କ୍ୟାମେରା ଜଗିବ । ଏନେଇ ସୂଚନା…
କଳିଯୁଗ ପୁଅ ! ବାପାକୁ ପିଟି ପିଟି ନିର୍ମମ ଭାବେ ହତ୍ୟା କଲା…
ନୂଆପଡା: ନୂଆପଡା ଜିଲ୍ଲା ବେଲଟୁକୁରି ଥାନା କୁରୁମୁଣ୍ଡା ଗାଁରେ କରୁଣ ଦୃଶ୍ୟ । ଜନ୍ମକଲା ବାପାକୁ ପିଟି ପିଟି ନିର୍ମମ ଭାବେ ହତ୍ୟା କଲା ପୁଅ । ମୃତକ ଜଣକ ୬୦ ବର୍ଷୀୟ ପବନ ସିଂ ବରିହା। ରବିବାର…