Browsing Category

ରାଜ୍ୟ

ଅତୀତର ନାୟକ ନୁହେଁ, ବରଂ ଆଧୁନିକ ଓଡ଼ିଶାର ନିର୍ମାତା ଭାବେ ବିଜୁ ବାବୁ ପ୍ରେରଣାର ଉତ୍ସ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ସ୍ୱାଭିମାନର ପ୍ରତୀକ ବିଜୁ ପଟ୍ଟନାୟକ ରାଜନୀତିରୁ ଉର୍ଦ୍ଧ୍ୱରେ ରହି ଓଡ଼ିଶାର ବିକାଶ ପାଇଁ ବ୍ରତୀ ଥିଲେ । ବିଜୁ ବାବୁ ଯେଉଁ କ୍ଷେତ୍ରରେ ହାତ ରଖୁଥିଲେ, ତାହା ସୁନା ପାଲଟି…

ବଦଳିବ ପାଗ: ଆଗକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାପମାତ୍ରା ବୃଦ୍ଧି ପାଇବା ସହିତ ସକାଳେ କୁହୁଡ଼ି ଓ ଦିନରେ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ତାତିରେ ରେକର୍ଡ କରିଛି…

୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ନକ୍ସଲମୁକ୍ତ ଲକ୍ଷ୍ୟ, ବଡ଼ ଦାୟିତ୍ୱ ନେବ ସିଆଇଏସଏଫ

କଟକ: ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। କଟକର ମୁଣ୍ଡଳୀସ୍ଥିତ CISF କ୍ୟାମ୍ପରେ ଆୟୋଜିତ ୫୭ତମ ପ୍ରତିଷ୍ଠା ଦିବସ ପ୍ୟାରେଡରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି…

ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ

ପୁରୀ:ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥି ଅବସରରେ ଏହି ଗୁପ୍ତ ନୀତି ସମ୍ପାଦନ କରାଯିବ। ଏଥିପାଇଁ ଆଜି ସନ୍ଧ୍ୟାରେ ୪ ଘଣ୍ଟା ଧରି…

ବିଶୃଙ୍ଖଳିତ ଆଚରଣ ପାଇଁ ୩ ସେବାୟତଙ୍କୁ କୈଫିୟତ ତଲବ; ଅଫିସରଙ୍କୁ ଦୁର୍ବ୍ୟବହାର…

ପୁରୀ: ଗତ ୨୮ ଫେବୃଆରୀ ତାରିଖରେ ସେବାପୂଜାରେ ବିଳମ୍ବ, ଡ୍ୟୁଟିରେ ଥିବା ଅଧିକାରୀଙ୍କ ପ୍ରତି ଦୁର୍ବ୍ୟବହାର ଓ ବିଶୃଂଖଳ ଆଚରଣ ଅଭିଯୋଗରେ ତିନିଜଣ ସେବକଙ୍କୁ କୈଫିୟତ ତଲବ । ଶ୍ରୀମନ୍ଦିର ମୁଖ୍ଯ…

ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ବିହାର ମୁଖ୍ୟମନ୍ତ୍ରୀ, ସାଥିରେ ଥିଲେ ଅମିତ ଶାହଙ୍କ ସହ ଅନ୍ୟ ପ୍ରମୁଖ ବ୍ୟକ୍ତି

ପାଟନା: ବିହାରର ମୁଖ୍ୟମନ୍ତ୍ରୀ ରାଜ୍ୟସଭା ପାଇଁ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ସେ ବିଧାନସଭାରେ ତାଙ୍କର ନାମାଙ୍କନ ଦାଖଲ କରିଥିଲେ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ସଭାପତି…

ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର;ଏକାଠି ବସିଲେ ନବୀନ ଓ ଭକ୍ତ

ଭୁବନେଶ୍ଵର:ଆଜି ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା । ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ମିଶ୍ର ୩ ସେଟର ନାମାଙ୍କନ ଦାଖଲ କରିଛନ୍ତି ଓ କମନ୍…

ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଟ୍ୱିନ ସିଟିରେ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। କଟକ ଓ ଭୁବନେଶ୍ବରରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ। ଆଜି ସନ୍ଧ୍ୟାରେ ଭୁବନେଶ୍ବରରେ…

ଧିରେ ଧିରେ ବଢୁଛି ତାତି, ୪୦ ଡିଗ୍ରୀ ଛୁଇଁପାରେ ଦିନ ତାପମାତ୍ରା

ଭୁବନେଶ୍ୱର : ରାଜ୍ୟରେ ଧିରେ ଧିରେ ବଢ଼ୁଛି ତାତି। ଗତ ୨୪ ଘଣ୍ଟାରେ ଝାରସୁଗୁଡାରେ ସର୍ବାଧିକ ୩୯ ଡିଗ୍ରୀ ସେଲସିଅସ୍ ଏବଂ ରାଉରକେଲାରେ ସର୍ବନିମ୍ନ ୧୩.୭ ଡିଗ୍ରୀ ସେଲସିଅସ୍ ରେକର୍ଡ ହୋଇଛି।…

ହୋଲିରେ ଅଘଟଣ, ନଦୀରେ ବୁଡି ୩ ଯୁବକ ମୃତ

ଭୁବନେଶ୍ବର: ପବିତ୍ର ‘ହୋଲି’ ପର୍ବ ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅଘଟଣ ଘଟିଛି। ହୋଲି ଖେଳି ସାରି ନଦୀରେ ଗାଧୋଇବା ବେଳେ ବୁଡିଯାଇ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ଗାଧୋଇବା ବେଳେ…