Browsing Category

ରାଜ୍ୟ

ଆଧ୍ୟାତ୍ମିକତାର ଦିବ୍ୟତା ଓ ଲୋକ ସଂସ୍କୃତିର ଭବ୍ୟତାର ବିରଳ ସଙ୍ଗମ ହେଉଛି ଶୀତଳ ଷଷ୍ଠୀ – ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର ଶୀତଳଷଷ୍ଠୀ-୨୦୨୫ରେ ସାମିଲ ହେବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ଭିଡ଼ିଓ ବାର୍ତ୍ତା *ଆଧ୍ୟାତ୍ମିକତାର ଦିବ୍ୟତା ଓ ଲୋକ ସଂସ୍କୃତିର ଭବ୍ୟତାର ବିରଳ ସଙ୍ଗମ ହେଉଛି ଶୀତଳ ଷଷ୍ଠୀ -…

ହୋମଗାର୍ଡ ପରୀକ୍ଷାରେ ଆଉ ଜଣେ ପ୍ରାର୍ଥୀଙ୍କ ଚାଲିଗଲା ଜୀବନ

ଗଜପତି: ଗଜପତିରେ ହୋମଗାର୍ଡ ପରୀକ୍ଷାରେ ଆଉ ଏକ ଅଘଟଣ ଖବର ଆସିଛି । ଗୁରୁବାର ଦିନ ହୋମଗାର୍ଡ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ସମୟରେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିଥିଲା ଓ ଅନ୍ୟ ୭ ଜଣଙ୍କୁ…

ବର୍ଷାଋତୁକାଳୀନ ରୋଗ ନିୟନ୍ତ୍ରଣ ନିମନ୍ତେ ଔଷଧ ମହଜୁଦ ପାଇଁ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଚଳିତ ବର୍ଷ ବର୍ଷାଋତୁକାଳୀନ ରୋଗ ପ୍ରତିରୋଧ ଓ ନିୟନ୍ତ୍ରଣ ନିମନ୍ତେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହି ପରିପ୍ରେକ୍ଷୀରେ ଲୋକସେବା…

ଇପିଏଫଓର ବଡ଼ ଘୋଷଣା: ପେନସନ ୭୫୦୦କୁ ବୃଦ୍ଧି ସହ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: କର୍ମଚାରୀ ପ୍ରୋଭିଡେଣ୍ଟ ଫଣ୍ଡ ସଂଗଠନ (ଇପିଏଫଓ) ଦେଶର ଲକ୍ଷ ଲକ୍ଷ ଅବସରପ୍ରାପ୍ତ କର୍ମଚାରୀଙ୍କ ପାଇଁ ଏକ ଐତିହାସିକ ନିଷ୍ପତ୍ତି ଘୋଷଣା କରିଛି। କର୍ମଚାରୀ ପେନସନ ଯୋଜନା (ଇପିଏସ)…

ସମ୍ବଲପୁର ନୀଳଡୁଙ୍ଗୁରିରେ ଟର୍ମିନାଲ ମାର୍କେଟ୍ କମ୍ପଲେକ୍ସ ପ୍ରତିଷ୍ଠା କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ…

*କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ* *ସମ୍ବଲପୁର ନୀଳଡୁଙ୍ଗୁରିରେ ଟର୍ମିନାଲ ମାର୍କେଟ୍ କମ୍ପଲେକ୍ସ ପ୍ରତିଷ୍ଠା କରିବା ପାଇଁ ଅନୁରୋଧ କଲେ…

ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର: ନିର୍ଦ୍ଧାରିତ ସମୟ ପୂର୍ବରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବେଶ କରିଛି। ଏନେଇ ବରିଷ୍ଠ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ…

କେନ୍ଦ୍ର ପରିବେଶ ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର; ଦେବ୍ରିଗଡ଼ ଅଭୟାରଣ୍ୟକୁ ବ୍ୟାଘ୍ର ସଂରକ୍ଷଣ ମାନ୍ୟତା ପାଇଁ କଲେ…

ଭୁବନେଶ୍ବର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ସହ ସାକ୍ଷାତ କରିଛନ୍ତି । ସାକ୍ଷାତ ସମୟରେ ସମ୍ବଲପୁର ଚିଡ଼ିଆଖାନାର…

ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି। ଏନେଇ ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର। କୋଭିଡ୍‌ର ଅସ୍ୱାଭାବିକ ସ୍ଥିତି ନାହିଁ, ବ୍ୟସ୍ତ ହେବାର କାରଣ…

ଆସନ୍ତାକାଲି ଅନୁଷ୍ଠିତ ହେବ ଲକ୍ଷପତି ଦିଦି ସମ୍ମିଳନୀ ୨୦୨୫

ଭୁବନେଶ୍ୱର: ମିଶନ ଶକ୍ତି ବିଭାଗ ପକ୍ଷରୁ ‘ଲକ୍ଷପତି ଦିଦି ସମ୍ମିଳନୀ ୨୦୨୫’ ମେ ୨୯ ଅର୍ଥାତ୍ ଆସନ୍ତାକାଲି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ହେବ । ଦେଶର ମହିଳା ସ୍ୱୟଂ ସହାୟକ…

ପୁରୁଷମାନଙ୍କ ତୁଳନାରେ ମହିଳାଙ୍କ କ୍ଷେତ୍ରରେ ହାଇପୋଥାଇରଏଡିଜ୍‌ମ ୩ ଗୁଣ ଅଧିକ ପ୍ରଭାବୀ

ଭୁବନେଶ୍ୱର: ଦିନକୁ ଦିନ ବୃଦ୍ଧି ପାଉଛି ଥାଇରଏଡ୍‌ ରୋଗୀଙ୍କ ସଂଖ୍ୟା । ଶୀଘ୍ର ଏହି ରୋଗର ଚିହ୍ନଟ ନହେଲେ ଏହା ବିପଦଜନକ ସାବ୍ୟସ୍ତ ହୋଇଥାଏ । ତେବେ ଏହି ରୋଗର ପ୍ରାରମ୍ଭିକ ନିର୍ଣ୍ଣୟରେ…