Browsing Category

ରାଜ୍ୟ

ରାଜ୍ୟରେ ଅଘଟଣ : ଦିନକରେ ବଜ୍ରପାତ ନେଲା ୧୧ଜୀବନ, ଅନେକ ଆହତ

ଭୁବନେଶ୍ବର: କାଳବୈଶାଖୀ ହେଲା କାଳ । ବଜ୍ରପାତ ଯୋଗୁଁ କୋରାପୁଟ, ଗଂଜାମ, ଯାଜପୁର, ‌ଢେଙ୍କାନାଳ, ବାଲେଶ୍ବର ଜିଲ୍ଲାର ବିଭିନ୍ନ ସ୍ଥାନରେ  ମୋଟ୧୧ ଜଣଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି…

ଭିଜିଲାନ୍ସ ଜାଲରେ କାର୍ଯ୍ୟନିର୍ବାହୀ ଅଧିକାରୀ; ନେଉଥିଲେ ଠିକାଦାରଙ୍କ ଠାରୁ ଲାଞ୍ଚ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଖଣ୍ଡପଡ଼ା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିରଞ୍ଜନ ଧଳ। ଆଜି ସନ୍ଧ୍ୟାରେ ଜୈନେକ ଠିକାଦାରଙ୍କ ବକେୟା ବିଲ କରାଇଦେବାକୁ କହି ଲାଞ୍ଚ ନେଉଥିବା ବେଳେ…

ସିନ୍ଦୁରର ନାଲି ରଙ୍ଗ ଶତୃମାନଙ୍କ ପାଇଁ ବିପଦ ଏବଂ ଭାରତୀୟଙ୍କ ପାଇଁ ବିଜୟର ସଂକେତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅପରେସନ ସିନ୍ଦୁରର ସଫଳତା ପାଳନ ଅବସରରେ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଠାରେ ଆୟୋଜିତ ସିନ୍ଦୂର ଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ । ଏହି ଅବସରରେ ସେ…

ଆଠମଲ୍ଲିକରେ କେନ୍ଦ୍ରୀୟ ବିଦ୍ୟାଳୟ ଦ୍ୱାରା ଛାତ୍ରଛାତ୍ରୀମାନେ ବିଶେଷ ଉପକୃତ ହେବେ – ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରୀୟ ବିଦ୍ୟାଳୟ, ଆଠମଲ୍ଲିକର ଅସ୍ଥାୟୀ କ୍ୟାମ୍ପସର ଉଦଘାଟନ ଏବଂ ସ୍ଥାୟୀ କ୍ୟାମ୍ପସ ପାଇଁ ଭୂମିପୂଜନ • ଆଠମଲ୍ଲିକରେ ପ୍ରାୟ ୧୩୯ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ…

ଭାରତର ସୈନ୍ୟଶକ୍ତିର ପରାକ୍ରମ ସାରା ବିଶ୍ୱ ଦେଖିଲା – ଧର୍ମେନ୍ଦ୍ର ପ୍ରଧାନ

‘ଅପରେସନ ସିନ୍ଦୂର’ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା • ‘ଅପରେସନ ସିନ୍ଦୂର’ ଭାରତର ସୈନିକ ଶକ୍ତିର ଶୌର୍ଯ୍ୟ, ସାହସ ଏବଂ ପରାକ୍ରମର ବଡ଼ ପ୍ରମାଣ • ଆତଙ୍କବାଦ ବିରୋଧରେ…

ନୀରଜ କହିଲେ ନଦୀମଙ୍କ ସହ ମୋର ନ ଥିଲା ବନ୍ଧୁତା

ନୂଆଦିଲ୍ଲୀ: ଭାରତର ଷ୍ଟାର ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ତାଙ୍କ ପାକିସ୍ତାନ ବନ୍ଧୁ ଅର୍ଶାଦ ନଦୀମଙ୍କ ସହ କିପରି ସମ୍ପର୍କ ରହିଛି ତାର ଖୁଲାସା କରିଛନ୍ତି । ବର୍ତମାନ ଭାରତ ଓ ପାକିସ୍ତାନ…

ଗୁଳୁଗୁଳିରୁ ମିଳିବନି ତ୍ରାହି: ରାଜ୍ୟରେ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ କାଳବୈଶାଖୀ। ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଗୁରୁବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ…

ବିଡ଼ିଓମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ତାଗିଦ୍: କହିଲେ-ମୋ ସରଳତା ମୋ ଦୁର୍ବଳତା ନୁହେଁ, ମୁଁ ବି ନେଇପାରେ ହାର୍ଡ…

ଭୁବନେଶ୍ୱର: ବିଡ଼ିଓମାନଙ୍କୁ ତାଗିଦ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କହିଲେ, ମୋ ଛୋଟିଆ ବ୍ରେନ୍‌ରେ ସବୁ ସେଭ୍‌ ଅଛି। ସେକାଳ ପଖାଳ ଆଉ ନାହିଁ। ଯଦି ପୁରୁଣା ଅଭ୍ୟାସ ରଖିବେ, କିଏ କ୍ଷମା ଦେବ…

କାଳବୈଶାଖୀ ବର୍ଷା ନେଇ ରାଜ୍ୟର ୧୧ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ ଗୁରୁବାର ରାଜ୍ୟର ୧୧ଟି ଜିଲ୍ଲାରେ ୫୦-୬୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା ଓ ବଜ୍ରପାତ ହେବା ନେଇ ସତର୍କତା ଜାରି କରିଛି। ମାଲକାନଗିରି,…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଇଣ୍ଡିଆନ୍‌ ଷ୍ଟିଲ ଆସୋସିଏସନ୍‌; ରାଜ୍ୟରେ ଅଧିକ ଷ୍ଟିଲ ଉତ୍ପାଦନ ଉପରେ ଆଲୋଚନା

ଭୁବନେଶ୍ୱର: ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଇସ୍ପାତ କ୍ଷେତ୍ରର ଅନେକ ପ୍ରତିନିଧି ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ।…