Browsing Category
ରାଜ୍ୟ
ରୂପାର ଗାଈ ଦାନ କଲେ ରାଷ୍ଟ୍ରପତି
ଯାଜପୁର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯାଜପୁର ଜିଲ୍ଲାର ମା ବିରଜା ମନ୍ଦିର ପରିସରରେ ଥିବା ଏକ ପବିତ୍ର ସ୍ଥାନ ନାଭି ଗୟାରେ ମଙ୍ଗଳବାର ଦିନ ‘ପିଣ୍ଡା ଦାନ’ କରିଛନ୍ତି। ଏହି ଅବସରରେ ସେ…
ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା: ୨୦୧ କନ୍ୟାଙ୍କ ବ୍ୟାଙ୍କ ଖାତାକୁ ଗଲା ସହାୟତା ରାଶି
ଗଞ୍ଜାମ: ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା । ଆଜି ଗଞ୍ଜାମ ଜିଲ୍ଲା ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି । ଏହି ସମୟରେ ବିବାହ ମଣ୍ଡପରେ…
ଜନଜାତିଙ୍କ କଲ୍ୟାଣ ପାଇଁ ଏକ ପରିବର୍ତ୍ତନଶୀଳ ବଜେଟ୍…ଓଡ଼ିଶାକୁ ଲାଭବାନ କରିବ: ଜୁଏଲ ଓରାମ
ନୂଆଦିଲ୍ଲୀ: କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଆଜି କେନ୍ଦ୍ର ବଜେଟକୁ ସ୍ୱାଗତ କରି ଏହାକୁ ଏକ ଦୂରଦୃଷ୍ଟିସମ୍ପନ୍ନ ଏବଂ ସମାବେଶୀ ବଜେଟ ଭାବେ ବର୍ଣ୍ଣନା କରିଛନ୍ତି, ଯାହା ଭାରତର…
ରାଜ୍ୟରେ ୬ ତାରିଖ ଯାଏଁ କଲବଲ କରିବ ଘନ କୁହୁଡ଼ି, ଏସବୁ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ
ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟର ଅନେକ ସ୍ଥାନରେ ହ୍ରାସ ପାଉଛି ଶୀତ । ରାତି ତାପମାତ୍ରା ବୃଦ୍ଧି ପାଉଥିବାରୁ ଶୀତ ଧିରେ ଧିରେ ଉଭାନ ହେବାରେ ଲାଗିଛି । ହେଲେ ଘନ କୁହୁଡି କିନ୍ତୁ ଅନୁଭୂତ ହେଉଛି…
ବାଲୁକା ଆନିମେସନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ..
ପୁରୀ: ମହାମହିମ ରାଷ୍ଟ୍ରପତି ଆଜିଠୁ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ୱେତଗଙ୍ଗାରେ ପିଣ୍ଡ ଦାନ କରିବାର…
ନୂଆ ରୂପ ପାଇବ ମିଶନ ଶକ୍ତି; ବଦଳିବ ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍
ଭୁବନେଶ୍ବର: ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଏକ ବଡ଼ ଘୋଷଣା କରିଛନ୍ତି । ମିଶନ ଶକ୍ତି ମହିଳାଙ୍କୁ ସ୍ମାର୍ଟ ଫୋନ ମିଳିବ,ଏଥିସହ ନୂଆ ୟୁନିଫର୍ମ ଏବଂ ନୂଆ…
ଚଳିତ ବଜେଟ ହେଉଛି ବିକଶିତ ଭାରତର ରୋଡମ୍ୟାପ: ମନମୋହନ ସାମଲ
କେନ୍ଦ୍ର ବଜେଟ - ୨୦୨୬
ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀଥାରମଣଙ୍କୁ ଅଭିନନ୍ଦନ ଜଣାଇବା ସହିତ ରାଜ୍ୟବାସୀଙ୍କ ତରଫରୁ ଧନ୍ୟବାଦ…
ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ – ଧର୍ମେନ୍ଦ୍ର ପ୍ରଧାନ
କେନ୍ଦ୍ର ବଜେଟ୍ ୨୦୨୬-୨୭' ଭବିଷ୍ୟତବାଦୀ, ଯୁବଶକ୍ତି-କେନ୍ଦ୍ରିକ, ଜନହିତକର ଏବଂ ନିଯୁକ୍ତିଭିତ୍ତିକ
ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ - ଧର୍ମେନ୍ଦ୍ର…
ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ନୀତି ନିର୍ଘଣ୍ଟ: ଜାଣନ୍ତୁ କେଉଁ ସମୟରେ ଉଠିବ ମହାଦୀପ…
ଭୁବନେଶ୍ୱର: ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା । ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।…
ଓଡ଼ିଆ ଭାଷାରେ ପଢିବେ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀ; ଜିଲ୍ଲା ସଦର ମହକୁମା ବହି ଦୋକାନରେ ଉପଲବ୍ଧ ହେବ
ଭୁବନେଶ୍ବର:ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଆ ଭାଷାରେ ପ୍ରସ୍ତୁତ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ସନ୍ଦର୍ଭ ପୁସ୍ତକ (Reference Book) ଗୁଡିକ…