Browsing Category
ରାଜ୍ୟ
ପଖାଳ ଦିବସ ପାଳିଲେ ଉପ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ପାଳିତ ହେଉଛି ପଖାଳ ଦିବସ। ଏହି ଅବସରରେ ପଖାଳ ଖାଇ ‘ପଖାଳ ଦିବସ’ ପାଳନ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।
ବିଶ୍ଵରେ ଓଡ଼ିଶାର ଲୋକ ଯେଉଁଠି ରହୁଛନ୍ତି, ପଖାଳ…
ଉତ୍କଳ ଦିବସରୁ ଭୁବନେଶ୍ୱରରୁ ଗୋଆକୁ ଉଡିବ ବିମାନ
ଭୁବନେଶ୍ବର: ବିମାନ ସେବା କ୍ଷେତ୍ରରେ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି । ଭୁବନେଶ୍ୱରରୁ ଗୋଆକୁ ଆରମ୍ଭ ହେବ ବିମାନ ସେବା । ଏପ୍ରିଲ୍ ୧ ତାରିଖ ଠାରୁ ଓଡ଼ିଶାରୁ ଗୋଆକୁ ସିଧାସଳଖ ବିମାନ ସେବା…
ସୁଭଦ୍ରା ଦ୍ବିତୀୟ କିସ୍ତିରୁ ୧ ଲକ୍ଷ ମହିଳା ବଞ୍ଚିତ ହୋଇଛନ୍ତି
ଭୁବନେଶ୍ଵର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା । ସୁଭଦ୍ରା ୨ୟ ପର୍ଯ୍ୟାୟ କିସ୍ତିରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା । ରାସନ୍ କାର୍ଡ ଓ ଆୟରେ ତାଳମେଳ ଅଭାବରୁ ୧ ଲକ୍ଷ…
ରତ୍ନ ଭଣ୍ଡାର କମିଶନଙ୍କ ରିପୋର୍ଟ ଉପରେ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ
କଟକ: ରତ୍ନ ଭଣ୍ଡାର କମିଶନଙ୍କ ରିପୋର୍ଟ ଉପରେ ସ୍ପଷ୍ଟୀକରଣ ରଖିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ହାଇକୋର୍ଟରେ ହୋଇଥିବା ଜନସ୍ୱାର୍ଥ ମାମଲାର ଆଜି ଶୁଣାଣି ହୋଇଛି ।…
ବଡ ଖବର: ନବଙ୍କୁ ଗୁଳି ପରେ ହୋଇଥିବା ଇସିଜି ରିପୋର୍ଟ ଗାଏବ୍
ଭୁବନେଶ୍ଵର: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ । ନବଙ୍କୁ ଗୁଳି ପରେ ହୋଇଥିବା ଇସିଜି ରିପୋର୍ଟ ଗାଏବ୍ । ଏନେଇ ସୂଚନା ଦେଇଛନ୍ତି ଗୋପାଳ ଦାସଙ୍କ ଓକିଲ ନରେଶ ନାୟକ ।…
ରାସନକାର୍ଡ ଫେରାଇଲେଣି ୨୩,୧୩୮ ଅଯୋଗ୍ୟ ହିତାଧିକାରୀ: ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର: ରାସନକାର୍ଡ ଫେରାଇଲେଣି ୨୩,୧୩୮ ଅଯୋଗ୍ୟ ହିତାଧିକାରୀ । ଏନେଇ ଗୃହରେ ଉତ୍ତର ରଖି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ…
ଏପ୍ରିଲ୍ ୨ରୁ ସକାଳୁଆ ସ୍କୁଲ୍, ତାତି ବଢିଲେ ଛୁଟି ହୋଇପାରେ ଅଙ୍ଗନବାଡି
ଭୁବନେଶ୍ଵର: ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ୍ । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ…
ରାଜ୍ୟରେ ବିଦ୍ୟୁତ୍ କାଟକୁ ନେଇ ବଡ଼ ଘୋଷଣା କଲେ ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବାରେ ଲାଗିଛି । ଆଉ ସାଧାରଣତଃ ଖରା ଦିନେ ସହର କେଉ କି ଗାଁ ବିଦ୍ୟୁତ୍ କାଟ୍ ହେବା ସାଧାରଣ କଥା । ଆଉ ଅତ୍ୟଧିକ ଖରାର ପ୍ରକୋପରେ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ।
ସ୍ୱର୍ଗତ ଦାସଙ୍କ ପତ୍ନୀ ମୀନତି ଦାସ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି…
ରାଗିଗଲେ ଜଗନ୍ନାଥ ପ୍ରେମୀ, ହେମାମାଳିନୀଙ୍କ ନାଁରେ ଥାନାରେ ଦେଲେ ଏତଲା
ପୁରୀ: ଶ୍ରୀମନ୍ଦିରକୁ ପ୍ରବେଶ କରି ଏବେ ବିବାଦରେ ବଲିଉଡ ଅଭିନେତ୍ରୀ ହେମାମାଳିନୀ । ଜଣେ ଅଣ ହିନ୍ଦୁ ହୋଇ କିପରି ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ କଲେ, ତାକୁ ନେଇ ଏବେ ଅସନ୍ତୋଷ ସୃଷ୍ଟି…