Browsing Category

ରାଜ୍ୟ

ସ୍ୱର୍ଗତ ଉତ୍ତମ ମହାନ୍ତି ଓଡ଼ିଆ ଜନମାନସରେ ଚିର ଅମର ହୋଇ ରହିବେ – ଧର୍ମେନ୍ଦ୍ର ପ୍ରଧାନ

ଲୋକପ୍ରିୟ ଅଭିନେତା ସ୍ୱର୍ଗତ ଉତ୍ତମ ମହାନ୍ତିଙ୍କ ପରିବାର ସଦସ୍ୟଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ • ଭୁବନେଶ୍ୱର ସ୍ଥିତ ବାସଭବନରେ ସ୍ୱର୍ଗତ ଉତ୍ତମ ମହାନ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ…

ସାମାଜିକ ଗବେଷଣାରେ ନିୟୋଜିତ ହେବା ପାଇଁ ଏକ୍ସଆଇଏମକୁ ଆହ୍ୱାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଏକ୍ସଆଇଏମ୍ ବିଶ୍ୱବିଦ୍ୟାଳୟର ନୂତନ ଛାତ୍ରାବାସ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ • ପ୍ରାୟ ୧୩୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ଛାତ୍ରବାସ ଉଦଘାଟିତ • ଉଦଘାଟିତ ଛାତ୍ରାବାସ ଅନୁଷ୍ଠାନର…

୭ ଦିନ ବନ୍ଦ ରହିବ ରତ୍ନ ଭଣ୍ଡାର ମରାମତି କାମ

ଭୁବନେଶ୍ଵର: ସପ୍ତାହେ ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ । ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ମରାମତି କାମ । ଦୋଳଯାତ୍ରାର ବିଶେଷ ନୀତିକାନ୍ତି ପାଇଁ ବନ୍ଦ ରହିବ ମରାମତି…

ସୋମବାର ଯାଏଁ ମୁଲତବି ରହିବ ବିଧାନସଭା

ଭୁବନେଶ୍ଵର: ସୋମବାର ଯାଏଁ ମୁଲତବି ହେଲା ବିଧାନସଭା । ଆଜି ବାରମ୍ବାର ଗୃହ କାର୍ଯ୍ୟ ବ୍ୟାଘାତ ହେବା ପରେ ସୋମବାର ଯାଏଁ ଗୃହ କାର୍ଯ୍ୟକୁ ମୁଲତବି କରିଛନ୍ତି ବାଚସ୍ପତି । ସୂଚନା ଅନୁସାରେ,…

ଲୋୟର ପିଏମଜି ପାଚିକା ସଂଘର ଗର୍ଜନ, ୧୦ ଦଫା ଦାବି ନେଇ ବିକ୍ଷୋଭ

ଭୁବନେଶ୍ଵର: ବିଧାନସଭା ଆରମ୍ଭରୁ ହିଁ ଚାଲିଛି ହଟ୍ଟୋଗୋଳ । ଗୁହ ଭିତରେ ଓ ବାହାରେ ପ୍ରତିବାଦ । ଗୃହ ଭିତରେ ବିଭିନ୍ନ ପ୍ରସଙ୍ଗ ନେଇ ବିରୋଧି କମ୍ପନ କରୁଥିବା ବେଳେ ଗୃହ ବାହାରେ ଆନ୍ଦୋଳନ…

ଟିପିଏସ୍ଓଡିଏଲ୍ ପକ୍ଷରୁ ବ୍ୟାପକ ପ୍ରସ୍ତୁତି, ପୂରଣ କରିବ ଗ୍ରୀଷ୍ମ ଋତୁର ପିକ୍ ଚାହିଦା

ବ୍ରହ୍ମପୁର: ଚଳିତ ବର୍ଷ ଖରା ଦିନକୁ ଦୃଷ୍ଟିରେ ରଖି ଲୋକଙ୍କୁ ଭରସାଯୋଗ୍ୟ ବିଜୁଳି ସେବା ଯୋଗାଇବା ଉଦ୍ଦେଶ୍ୟରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଏସ୍ଓଡିଏଲ୍) ପକ୍ଷରୁ…

ଆସିଲା ମାଟ୍ରିକ୍ ରେଜଲ୍ଟ ଡେଟ୍: ଏହିଦିନ ବାହାରିବ…

ଭୁବନେଶ୍ବର: ଆଜି ଶେଷ ପରୀକ୍ଷା । ପରୀକ୍ଷା କେନ୍ଦ୍ରରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ଶେଷ ପରୀକ୍ଷା ଦେଇଛନ୍ତି, ଲକ୍ଷ ଲକ୍ଷ ଛାତ୍ରଛାତ୍ରୀ । ଆଜି ପରୀକ୍ଷା ସରିବା ପରେ…

ନନ୍ଦା ଏବଂ ନନ୍ଦିନୀଙ୍କ ସହ ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ । ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନକୁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂଜା ଅର୍ଚ୍ଚନା ପରେ ଗୃହ ପ୍ରବେଶ…

ପୁଣି ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା

ଭୁବନେଶ୍ବର: ପୁଣି ମହିଳାଙ୍କ ଖାତାକୁ ଗଲା ସୁଭଦ୍ରାର ଆଉ ଏକ ପର୍ଯ୍ୟାୟ ଟଙ୍କା । ଆଜି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରି, ମହିଳାଙ୍କ ଖାତାକୁ ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ…

ଆସନ୍ତାକାଲି ମହିଳାମାନେ ଘରେ ଜାଳନ୍ତୁ ସୁଭଦ୍ରା ଦୀପ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆସିଲା ସୁଭଦ୍ରାର ପଞ୍ଚମ କିସ୍ତି ଟଙ୍କା । ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ପାଇଲେ ହିତାଧିକାରୀ । ଏହାସହିତ ଆଜି ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ଛୁଇଁଲା ବୋଲି…