Browsing Category
ରାଜ୍ୟ
ମାର୍ଚ୍ଚ ୧ରୁ ଖୋଲିବ ରାସନ କାର୍ଡ ପୋର୍ଟାଲ; ଆବେଦନ କରିପାରିବେ ନୂଆ ହିତାଧିକାରୀ
ସମ୍ବଲପୁର: ମାର୍ଚ୍ଚ ୧ ଅର୍ଥାତ୍ ଆସନ୍ତାକାଲି ଠାରୁ ନୂଆ ରାସନ କାର୍ଡ ପାଇଁ ଆବେଦନ କରିପାରିବେ ହିତାଧିକାରୀମାନେ । କାଲିଠାରୁ ପୋର୍ଟାଲ ଖୋଲିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର…
ସହିଦନଗର ସ୍ଥାୟୀ ହାଟ ପାଇଁ ମିଳିଲା ଜମି; ଉପକୃତ ହେବେ ପ୍ରାୟ ୫୦୦ ଦୋକାନୀ
ଭୁବନେଶ୍ବର: ଦୀର୍ଘଦିନର ଅପେକ୍ଷା ପରେ ସହିଦନଗର ବ୍ୟବସାୟୀମାନଙ୍କ ପାଇଁ ଉଦଭବ ହାଟ ଜମି ଜନିତ ସମସ୍ୟାର ସମାଧାନ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାରଙ୍କ ପକ୍ଷରୁ ନଗର…
ଆଇପିଏସ ସ୍ତରରେ ବଡ ଅଦଳ ବଦଳ; ବଦଳିଲେ ଟ୍ବିନ ସିଟିର ଡିସିପି
ଭୁବନେଶ୍ବର: ଶୁକ୍ରବାର ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ବଦଳିଲେ ଭୁବନେଶ୍ବର ଓ କଟକ ଡିସିପି। କଟକ ଡିସିପି ଥିବା ଜଗମୋହନ ମୀନାଙ୍କୁ ଭୁବନେଶ୍ବର ଡିସିପି ଭାବେ ଦାୟିତ୍ବ ମିଳିଛି।…
ଓଡ଼ିଶା ଜଣେ ଯୋଗଜନ୍ମାଙ୍କୁ ହରାଇଲା – ଧର୍ମେନ୍ଦ୍ର ପ୍ରଧାନ
ଓଡ଼ିଶାର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ
• ସେ କେବଳ କଳାକାର ନୁହେଁ ବରଂ ମୋର ପରିବାରର ଜଣେ ସଦସ୍ୟ ପରି ଥିଲେ
• ଓଡ଼ିଆ ଚଳଚ୍ଚିତ୍ର ଜଗତକୁ…
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆଜି ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା
ପୁରୀରେ ହେବାକୁ ଥିବା ଜାତୀୟ ସ୍ୱାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗଦେବେ
ଭୁବନେଶ୍ୱରରେ ପ୍ରମୁଖ କାର୍ଯ୍ୟକର୍ତାଙ୍କ ସହ ଆଲୋଚନା କରିବେ
ଭୁବନେଶ୍ୱର, ତା.୨୭/୦୨: ରାଜ୍ୟରେ ଏକାକୀ ବିଜେପି…
ସମ୍ବଲପୁରୀ ବ୍ରାଣ୍ଡର ବଜାର ଚାହିଦା ବଢାଇବା ଲକ୍ଷ୍ୟ- ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର ବଡତୁରଙ୍ଗରେ ବୁଣାକାର ଭାଇ ଭଉଣୀଙ୍କୁ ସହାୟତା ବିତରଣ କଲେ କେନ୍ଦ୍ରମନ୍ତ୍ରୀ
• ଜାତୀୟ ହସ୍ତତନ୍ତ ବିକାଶ କାର୍ଯ୍ୟକ୍ରମ(NHDP) ଅଧୀନରେ ହସ୍ତତନ୍ତ ବିକାଶ ସହାୟତା,…
ଜାତୀୟ ସ୍ତରରେ ଭୀମମଣ୍ଡଳୀର ପୁରାତନ ଐତିହ୍ୟ ଗାଥା ଲୋକଲୋଚନକୁ ଅଣାଯିବ – ଧର୍ମେନ୍ଦ୍ର ପ୍ରଧାନ
ଐତିହାସିକ ଭୀମମଣ୍ଡଳୀ ସ୍ଥାନ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ
• ପାହାଡିଆ ଓ ପଥୁରିଆ ଜଙ୍ଗଲ ରାସ୍ତାରେ ଚାଲି ଚାଲି ଭୀମମଣ୍ଡଳୀରେ ଥିବା ପ୍ରସ୍ତର ଯୁଗର ଗୁମ୍ଫା ଓ ଶିଳାଲେଖ ଦେଖିଲେ
•…
ମହାଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜଙ୍କ ପୀଠରେ ପ୍ରବଳ ଭିଡ଼, ୨ ମହିଳା ଭକ୍ତ ଆହତ
ଭୁବନେଶ୍ୱର: ଆଜି ମହାଶିବରାତ୍ରି ପାଇଁ ଚଳଚଞ୍ଚଳ ଶୈବପୀଠ । ଓମ୍ ନମଃ ଶିବାୟ ମନ୍ତ୍ରରେ ଗୁଞ୍ଜରିତ ହେଉଛି ରାଜ୍ୟର ବିଭିନ୍ନ ଶିବାଳୟ । ସବୁଠି ଶୁଭୁଛି ଶିବ ପଞ୍ଚାକ୍ଷରୀ । ଏହି ଅବସରରେ…
ବାବା ଆଖଣ୍ଡଳମଣୀଙ୍କ ପୀଠ ପାଇଁ ୧୦ କୋଟି ଘୋଷଣା
ଭଦ୍ରକ: ମହାଶିବରାତ୍ରୀ ଅବସରରେ ଭଦ୍ରକର ଆରଡ଼ି ପୀଠ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଆଖଣ୍ଡଳମଣି ପୀଠ ଉନ୍ନତିକରଣ ପାଇଁ ୧୦ କୋଟି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…
ଖୁବ୍ଶୀଘ୍ର ଭୁବନେଶ୍ୱର ସହ ୧୩ଟି ବିମାନବନ୍ଦରର ହେବ ଘରୋଇକରଣ
ନୂଆଦିଲ୍ଲୀ/ଭୁବନେଶ୍ୱର: ଭୁବନେଶ୍ୱର ସମେତ ଖୁବ୍ଶୀଘ୍ର ଦେଶର ୧୩ ବିମାନବନ୍ଦରର ହେବ ଘରୋଇକରଣ। ଏଥିପାଇଁ ଜୋର୍ଦାର ପ୍ରସ୍ତୁତି ଚାଲିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଆସେଟ୍ ମୁଦ୍ରୀକରଣ…