Browsing Category
ରାଜ୍ୟ
ଏସଆଇ ପରୀକ୍ଷା ମହାଘୋଟାଲା; ମାର୍ଚ୍ଚ ୧୬କୁ ଘୁଞ୍ଚିଲା ଅଭିଯୁକ୍ତଙ୍କ ଜାମିନ ଶୁଣାଣି
ମାମଲାର ସମସ୍ତ ଅଭିଯୁକ୍ତଙ୍କ ଜାମିନ ଉପରେ ଶୁଣାଣି ଗୋଟିଏ ଦିନ ହେବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଜାମିନ ଆବେଦନ କରିଥିଲେ ଅଭିଯୁକ୍ତ । ଯାହାକୁ ଆସନ୍ତା…
ସାମ୍ବାଦିକ ଓ ସ୍ତମ୍ଭକାର ରବି କାନୁନଗୋଙ୍କ ଦେହାନ୍ତ
ଭୁବନେଶ୍ୱର: ରାଉରକେଲାର ସାମ୍ବାଦିକ, ସ୍ତମ୍ଭକାର ତଥା ସାହିତ୍ୟିକ ରବି କାନୁନଗୋ ବୁଧବାର ବିଳମ୍ବିତ ରାତିରେ ପ୍ରାୟ ୧:୧୫ ସମୟରେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…
ଶ୍ରୀମନ୍ଦିରକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୁରୀ: ଶ୍ରୀମନ୍ଦିରକୁ ବୋମାରେ ଉଡାଇ ଦେବାକୁ ଧମକ। ସୋସିଆଲ ମିଡିଆରେ ଆସିଛି ଧମକପୂର୍ଣ୍ଣ ମେସେଜ୍। ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ…
ଜୁନ୍ ସୁଦ୍ଧା ନୂଆ NAC ଓ ପୌର ନିର୍ବାଚନ, ରାଜ୍ୟ ସରକାରଙ୍କୁ ନିର୍ବାଚନ କମିସନରଙ୍କ ଚିଠି
ଭୁବନେଶ୍ୱର : ଜୁନ୍ ସୁଦ୍ଧା ୨୪ ନୂଆ NAC ଓ ପୌର ନିର୍ବାଚନ । ରାଜ୍ୟ ସରକାରଙ୍କୁ ନିର୍ବାଚନ କମିସନରଙ୍କ ଚିଠି । ନୂଆ ୨୪ଟି ପୌରାଞ୍ଚଳରେ ଏହି ନିର୍ବାଚନ କରାଯିବ । ପୌରାଞ୍ଚଳ ଘୋଷଣାର ୬ମାସ…
ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ
ଭୁବନେଶ୍ବର: ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ। ଏହା ମାର୍ଚ୍ଚରୁ ଲାଗୁ ହେବ। ପ୍ରଭାବିତ ହେବେ ୪୦ ହଜାର ଓଡ଼ିଆ। ଭୁବନେଶ୍ବର ଆବୁଧାବି ସିଧାସଳଖ ବିମାନ ସେବା ଗତ ଡିସେମ୍ବରରୁ…
ରାସ୍ତାରୁ ହଟିବ ଡିଜେଲ୍ ଚାଳିତ ଆମ ବସ୍: ମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ‘ଆମ ବସ୍’ ସେବା ଅଧୀନରେ ଡିଜେଲ ଚାଳିତ ବସ୍ଗୁଡ଼ିକୁ ସମ୍ପୂର୍ଣ୍ଣ ଭାବରେ ବନ୍ଦ କରାଯିବ।
ଏଥିସହିତ ସେଗୁଡ଼ିକୁ ସମ୍ପୂର୍ଣ୍ଣ ଭାବରେ ବୈଦ୍ୟୁତିକ ଯାନ (ଇଭି)…
ଯୋରନ୍ଦା ମହିମା ମନ୍ଦିରର ହେବ ସର୍ବାଙ୍ଗୀନ ବିକାଶ, ରାଜ୍ୟ ପର୍ଯ୍ୟଟନକୁ ମିଳିବ ନୂଆ ଦିଶା
ଭୁବନେଶ୍ୱର: ମହିମା ଧର୍ମର ପ୍ରମୁଖ ପୀଠ ତଥା ଯୋରନ୍ଦା ସ୍ଥିତ ମହିମା ମନ୍ଦିରର ସର୍ବାଙ୍ଗୀନ ଉନ୍ନତିକରଣ ହେବ । ମନ୍ଦିର ପାରିପାଶ୍ୱର୍କ ଅଞ୍ଚଳର ହେବ ବିକାଶ । ନିର୍ମାଣ ହେବ ନୂଆ ସୁଉଚ୍ଚ ଭବ୍ୟ…
ବିଳମ୍ବିତ ରାତିରେ ୧ ନମ୍ବର ହାଟରେ ଭୟାବହ ଅଗ୍ନିକାଣ୍ଡ, ଧ୍ବଂସ ପାଇଲା ୪୦ରୁ ଅଧିକ ଦୋକାନ
ଭୁବନେଶ୍ବର: ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ। ବିଳମ୍ବିତ ରାତିରେ ହୁତୁହୁତୁ ହୋଇ ଜଳିଗଲା ହାଟ। ପ୍ରାୟ ରାତି ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା…
ସବୁ ସରକାରୀ କାର୍ଯ୍ୟ ହେବ ଓଡ଼ିଆରେ: ନିର୍ମାଣ ବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର: ସବୁ ସରକାରୀ କାର୍ଯ୍ୟ ହେବ ଓଡ଼ିଆରେ। ସମୟ ଅବଧି ମଧ୍ୟରେ ସରିବ ପ୍ରକଳ୍ପ କାର୍ଯ୍ୟ। ନିୟମିତି ନିଯୁକ୍ତି ସହ ମିଳିବ ପଦୋନ୍ନତି। ମୁଖ୍ୟମନ୍ତ୍ରୀଙ୍କ ୧୫ ସୂତ୍ରୀ ନିର୍ଦ୍ଦେଶକୁ …
ଆସିଲା ରିପୋର୍ଟ; ଗତବର୍ଷ ଠାରୁ ହୀରକୁଦକୁ ଆସିଛନ୍ତି ୪୪ ହଜାର ଅଧିକ ପକ୍ଷୀ
ସମ୍ବଲପୁର: ଜାନୁଆରୀ ୧୮ରେ ସମ୍ବଲପୁରର ହୀରାକୁଦ ଜଳଭଣ୍ଡାରରେ ଶେଷ ହୋଇଥିବା ବାର୍ଷିକ ପକ୍ଷୀ ଗଣନାରେ ପ୍ରବାସୀ ପକ୍ଷୀଙ୍କ ସଂଖ୍ୟାରେ ବୃଦ୍ଧି ଘଟିଥିବା ଜଣାପଡ଼ିଛି।
ହୀରାକୁଦ ବନ୍ୟପ୍ରାଣୀ…