Browsing Category
ରାଜ୍ୟ
ଆରମ୍ଭ ହେଲା ‘ଓଡ଼ିଶା ଯାତ୍ରୀ’ ଆପ୍, ନିରାପଦ ଓ ସୁଲଭ ମୂଲ୍ୟରେ ଯାତ୍ରା କରିବେ ଯାତ୍ରୀ
ଭୁବନେଶ୍ୱର: ସମସ୍ତେ ଚାହାନ୍ତି ଯାତ୍ରା ସୁରକ୍ଷିତ ହେଉ, ଯାତାୟତ ଭଡା ବି ସୁଲଭ ମୂଲ୍ୟରେ ହେଉ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଆରମ୍ଭ ହେଲା ‘ଓଡିଶା ଯାତ୍ରୀ’ ଆପ୍। ଯେଉଁଠାରେ ପ୍ରତ୍ୟେକ…
ପୁରୀରେ ହୋଟେଲ ବୁକିଂ କରିବାକୁ ଯାଇ ୯୩ ହଜାର ଟଙ୍କା ହରାଇଲେ ମହିଳା
ପୁରୀ: ଆମେ ଯେତେବେଳେ ବାହାରକୁ ବୁଲିବାକୁ ଯାଉ, ପ୍ରଥମେ ଆମେ ଏକ ହୋଟେଲ ବୁକ୍ କରିଥାଉ। ଆଜିକାଲି ଅଧିକାଂଶ ପର୍ଯ୍ୟଟକ ଅନଲାଇନରେ ହୋଟେଲ ବୁକ୍ କରିବାକୁ ପସନ୍ଦ କରନ୍ତି, କିନ୍ତୁ ଡିଜିଟାଲ୍…
ପୋଡିହୋଇ ବେଙ୍ଗାଲୁରୁରେ ୫ ଓଡିଆ ଶ୍ରମିକ ଗୁରୁତର
ବ୍ରହ୍ମପୁର: ଗ୍ୟାସ୍ ନିଆଁରେ ପୋଡ଼ି ହୋଇ ୫ ଦାଦନ ଶ୍ରମିକ ଗୁରୁତର । ଏହି ଅଘଟଣ ଘଟିଛି ବେଙ୍ଗାଲୁରୁରେ । ଗୁରୁତରଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ମେଡିକାଲ ଭର୍ତ୍ତି କରିଛନ୍ତି । ଗୁରୁତର…
‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଖୋର୍ଦ୍ଧା: ଖୋର୍ଦ୍ଧାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏହାକୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶା ସରକାରଙ୍କ ପକ୍ଷରୁ…
କେନ୍ଦ୍ର ସରକାରଙ୍କ ନିଷ୍ପତି, ବନ୍ଦ ହେବ ଚାଟଜିପିଟି, ଡିପସିକ୍
ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତି । ବନ୍ଦ ହେବ ଚାଟଜିପିଟି ଓ ଡିପସିକ୍ । ସରକାରଙ୍କ ଗୁରୁତ୍ବପୂର୍ଣ୍ଣ କାଗଜପତ୍ରର ଗୋପନୀୟତା ନଷ୍ଟ ହେଉଥିବା ଅଭିଯୋଗରେ ଏହି ନିଷ୍ପତି ନେଇଛନ୍ତି…
ସକ୍ରିୟ ହେଉଛି ପଶ୍ଚିମ ଝଡ଼: ଓଡ଼ିଶା ସମେତ ଏହି ସବୁ ସ୍ଥାନରେ ଘୂର୍ଣ୍ଣିବାତ୍ୟା ଆଶଙ୍କା
ନୂଆଦିଲ୍ଲୀ: ଆସୁଛି ବଡ଼ ଘୂର୍ଣ୍ଣିଝଡ! ୪ ଓ ୫ ତାରିଖରେ ଓଡ଼ିଶା ସମେତ ଅନେକ ସ୍ଥାନରେ ଘୂର୍ଣ୍ଣିବାତ୍ୟା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଦିଲ୍ଲୀ-ଏନସିଆର ସମେତ ସମଗ୍ର ଉତ୍ତର…
ମୋ ବସ୍ ଧକ୍କାରେ କୁନି ଝିଅ ମୃତ ଘଟଣା: କ୍ରୁଟ୍ ପକ୍ଷରୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ
ଭୁବନେଶ୍ୱର: ମୋ ବସ୍ ଧକ୍କାରେ ୧୩ ବର୍ଷର ନାବାଳିକାଙ୍କ ମୃତ୍ୟୁ ଘଟଣାରେ କ୍ରୁଟ୍ ପକ୍ଷରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ ଦିଆଇଛି। ଏହାପରେ ସେଠାରେ ଯେଉଁ ସ୍ଥାନୀୟବାସୀ…
Warning bell for Odisha regarding GBS
ଭୁବନେଶ୍ଵର: ଅଗ୍ନିଶମ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ବଡ ଉପହାର । ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା…
ଜିବିଏସକୁ ନେଇ ଓଡ଼ିଶାକୁ ସତର୍କ ଘଣ୍ଟି
ଭୁବନେଶ୍ୱର: ଦେଶରେ ସ୍ଥିତି ସଂଗୀନ କଲାଣି ଆଉ ଏକ ମାରାତ୍ମକ ଭୂତାଣୁ। ଏହା ଗୁଲେନବାରି ସିଣ୍ଡ୍ରମ। ଯାହା ଜଳ ବହିତ। ଏଥିରେ ରୋଗୀ ଦୁର୍ବଳ ହେବା ସହ ପକ୍ଷାଘାତ (paralysis) ହୋଇଯାଉଛି।…
ବିଶ୍ବ କର୍କଟ ଦିବସରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଓଡ଼ିଶାରେ ତିଆରି ହେବ କ୍ୟାନ୍ସର ରେଜିଷ୍ଟ୍ରି
ଭୁବନେଶ୍ୱର: ବିଶ୍ବ କର୍କଟ ଦିବସରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ଓଡ଼ିଶାରେ ତିଆରି ହେବ କ୍ୟାନ୍ସର ରେଜିଷ୍ଟ୍ରି। ସୂଚନା ଦେଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର। ସାରା…