Browsing Category
ରାଜ୍ୟ
କେଜ୍ରିଓ୍ଵାଲଙ୍କ ଦୁର୍ନୀତି ଓ ଲୁଟ୍ ରାଜନୀତିକୁ ଦିଲ୍ଲୀବାସୀ ଭଲରେ ଜାଣିଲେଣି -ଧର୍ମେନ୍ଦ୍ର ପ୍ରଧାନ
ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର
• ମାଲବୀୟ ନଗର ଓ ଗ୍ରେଟର କୌଳାସ ବିଧାନସଭା ନିର୍ବାଚନମଣ୍ଡଳୀରେ କଲେ ପ୍ରଚାର
• ଦିଲ୍ଲୀ ଜନସାଧାରଣଙ୍କ ସମେତ ଓଡିଆ ଜନତାଙ୍କୁ…
ସୋନିଆ ଓ ରାହୁଲଙ୍କ ମନ୍ତବ୍ୟ ସାମନ୍ତବାଦୀ ଓ ଅହଙ୍କାରର ମାନସିକତା – ଧର୍ମେନ୍ଦ୍ର ପ୍ରଧାନ
ମାନ୍ୟବର ରାଷ୍ଟ୍ରପତିଙ୍କ ଉପରେ କଂଗ୍ରେସର ଅପମାନଜନକ ମନ୍ତବ୍ୟକୁ କେନ୍ଦ୍ରମନ୍ତ୍ରୀଙ୍କ ଦୃଢ ନିନ୍ଦା
• ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀକୁ ଅସମ୍ମାନ କରିଛି କଂଗ୍ରେସ
• ଅପମାନସୂଚକ…
ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢ଼ୀ
ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢ଼ୀ। ଭୁବନେଶ୍ୱର ତୋଷାଳି ଭବନରେ ଥିବା କାର୍ଯ୍ୟାଳୟରେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମଧୁସୂଦନ ପାଢ଼ୀ…
ଆହୁରି ମହଙ୍ଗା ହେଲା ସୁନା; ୮୩ ହାଜର ଟପିଲା ଦର
ଭୁବନେଶ୍ୱର: ଏବେ ଚାଲିଛି ବିବାହ ଋତୁ । ହେଲେ ଏହା ଭିତରେ ପୁଣି ଆକାଶଛୁଆଁ ହୋଇଛି ସୁନା ଦର । ୮୩ ହାଜର ଟଙ୍କା ଅତିକ୍ରମ କରିଛି ସୁନା ଦର । ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ୧୦ ଗ୍ରାମ ପିଛା…
ହକି ଇଣ୍ଡିଆ ଲିଗ୍: ଆଜି ସେମିଫାଇନାଲ ଫାଇଟ୍; ବେଙ୍ଗଲ ବନାମ ଡ୍ରାଗନ୍ସ, ସୁରୁମା ବନାମ ତୁଫାନ୍ସ
ରାଉରକେଲା: ଆଜି ପୁରୁଷ ହକି ଇଣ୍ଡିଆ ଲିଗର ସେମିଫାଇନାଲ ମୁକାବିଲା । ପ୍ରଥମ ସେମିଫାଇନାଲ ମ୍ୟାଚରେ ବେଙ୍ଗଲ ଟାଇଗର୍ସକୁ ଭେଟିବ ଅମିତ ରୋହିଦାସଙ୍କ ଦଳ ତାମିଲନାଡ଼ୁ ଡ୍ରାଗନ୍ସ । ରାଉରକେଲା…
୪ ଦିନ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ
ପୁରୀ: ଗତ ୨୭ ତାରିଖ ଠାରୁ ଆରମ୍ଭ ହୋଇଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମକୁ ୪ ଦିନ ଯାଏଁ ବନ୍ଦ ରଖାଯିବ । ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି…
ମ୍ୟାଚ ପୂର୍ବରୁ ବାରବାଟୀ ଷ୍ଟାଡିୟମରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
କଟକ: ବାରବାଟୀ ଷ୍ଟାଡିୟମରେ ଆଗାମୀ ଫେବୃଆରୀ ୯ ତାରିଖ ରେ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମ୍ୟାଚ୍ ପାଇଁ ପ୍ରସ୍ତୁତ ଥିମ୍ ସଙ୍ଗ…
ପୂର୍ବତନ କୁଳପତିଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ
ଝାରସୁଗୁଡ଼ା: ସମ୍ବଲପୁର ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଡ. ଧ୍ରୁବରାଜ ନାୟକଙ୍କ ହତ୍ୟା ମାମଲାରେ ଆସିଲା ଗୁରୁତ୍ବପୂର୍ଣ୍ଣ ରାୟ । ଏଥିରେ ଦୋଷୀ ସାବ୍ୟସ୍ତ ହୋଇଥିବା ପ୍ରବୀଣ…
ସୁନ୍ଦରଗଡରେ ଫୁଟିଲା ଗୁଳି, ଯୁବକ ଗୁରୁତର
ସୁନ୍ଦରଗଡ: ସୁନ୍ଦରଗଡର ଲେଫ୍ରିପଡାରେ ଫୁଟିଲା ଗୁଳି । ଯୁବକଙ୍କୁ ଗୁଳିମାଡ କଲେ ଦୁର୍ବୁତ୍ତ । ଦର୍ଲ୍ଲିପାଲି ନିକଟରେ ଏହି ଗୁଳିମାଡ ହୋଇଛି । ଯୁବକଙ୍କ ଛାତିରେ ବାଜିଛି ଗୁଳି ।
ଗୁରୁତର…
ଓଡ଼ିଶା ବିଜେପି ସଭାପତିଙ୍କୁ ନେଇ ବଡ଼ ଘୋଷଣା, ସୂଚନା ଦେଲେ ସୁକାନ୍ତ ପାଣିଗ୍ରାହୀ
ଭୁବନେଶ୍ୱର: ଫେବ୍ରୁଆରୀରେ ରାଜ୍ୟ BJP ସଭାପତି ନାଁ ଘୋଷଣା। ଫେବ୍ରୁଆରୀ ପ୍ରଥମ ସପ୍ତାହ ସୁଦ୍ଧା ରାଜ୍ୟ ବିଜେପି ସଭାପତିଙ୍କ ନାଁ ଘୋଷଣା କରାଯିବ ବୋଲି ରାଜ୍ୟ ନିର୍ବାଚନ ସହ ଅଧିକାରୀ ସୁକାନ୍ତ…