Browsing Category

ରାଜ୍ୟ

ପ୍ରୋଫେସନାଲ୍ ପଲିଟିକ୍ସ କରେ ବିଜେପି: ନବୀନ-ଅଖିଳେଶଙ୍କ ଆଲୋଚନା ନେଇ ଜୋର୍‌ ଧରିଲା ରାଜନୀତି ଚର୍ଚ୍ଚା

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ହଟଚମଟ ଚାଲିଥିବା ବେଳେ ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଓଡ଼ିଶା ଗସ୍ତ କରିଛନ୍ତି। ଏହାସହ ଅଖିଳେଶ ଯାଦବ ଗତ ତିନି …

ଆଜିଠାରୁ ରାଜାରାଣୀ ସଂଗୀତ ଉତ୍ସବ, ମନ ମୋହିବ ଶାସ୍ତ୍ରୀୟ ସଂଗୀତ ଓ ବାଦ୍ୟ ପରିବେଷଣ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜାନୁଆରୀ ୧୬ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ରାଜାରାଣୀ ସଂଗୀତ ଉତ୍ସବ ଆୟୋଜିତ…

ଦଳରୁ ବିଦା ହେବା ପରେ ବର୍ଷିଲେ ଅରବିନ୍ଦ; କହିଲେ, ‘ କିଛି ଭୁଲ୍ ନକରି…ଏବେବି ଅଛି ପାଟକୁରା ବିଧାୟକ…’

ଭୁବନେଶ୍ୱର: ସମସ୍ତଙ୍କୁ ଚମକାଇ ବିଜେଡି ଗୁରୁବାର ବଡ ନିଷ୍ପତ୍ତି ଗ୍ରହଣ କରିଥିଲା। ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବିତ କରିବା ପାଇଁ ବିଜେଡି ସୁପ୍ରିମୋ ନବୀନ…

ଦଳ ବିରୋଧୀ କାର୍ଯ୍ୟକଳାପ; ବିଜେଡିରୁ ଗଣେଶ୍ୱର ବରାଳ ନିଲମ୍ବିତ

ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତି ଅଭିଯୋଗରେ ଶୁକ୍ରବାର ଦିନ ବିଜେଡି ଯାଜପୁର ଜିଲ୍ଲାର ଜିଲ୍ଲା ପରିଷଦର ଉପାଧ୍ୟକ୍ଷ ଗଣେଶ୍ୱର ବରାଳଙ୍କୁ ନିଲମ୍ବିତ କରିଛି। ତେବେ ଏହା…

ଗିରଫ ହେବେ ନିଶା ମହାରଣା, ଖୋଜୁଛି ପୋଲିସ

ଭୁବନେଶ୍ୱର: ବଢିଲା ଆଇଟମ ଡ୍ୟାନ୍ସର ନିଶା ମହାରଣାଙ୍କ ଅଡୁଆ । ଅଶ୍ଳୀଳ ନାଚ ପ୍ରଦର୍ଶନ ପାଇଁ ଗିରଫ ହୋଇପାରନ୍ତି ନିଶା । ବଲାଙ୍ଗୀର ସଦର ଥାନାରେ ମାମଲା ରୁଜୁ ପରେ ନିଶାଙ୍କ ଗିରଫ ସମ୍ଭାବନା…

ଜଗନ୍ନାଥଙ୍କୁ ଦର୍ଶନ କଲେ ଶିଳ୍ପା, ଆଉ କହିଲେ..

ପୁରୀ: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରି ଫେରିଛନ୍ତି ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ । ନିଜ ପରିବାର ଲୋକଙ୍କ ସହ ଆସି ଜଗନ୍ନାଥଙ୍କୁ ଦର୍ଶନ କରି ପ୍ରଭୁଙ୍କ ଆଶିଷ ଲାଭ କରିଛନ୍ତି ସେ ।…

ରାଜ୍ୟ ସରକାରଙ୍କ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ୨୦୨୫-୨୬, ଜାଣନ୍ତୁ କେମିତି କରିବେ ଆବେଦନ…

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯିବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫-୨୬ । ବିଭିନ୍ନ ପୁରସ୍କାର ପାଇଁ ଆବେଦନ ସମୟସୀମା ଆସନ୍ତା ୨୦ ଜାନୁୟାରୀ ୨୦୨୬ ଯାଏଁ ବୃଦ୍ଧି ହୋଇଛି ।…

ଦୀର୍ଘ ଦିନର ଶାରୀରିକ ସମ୍ପର୍କକୁ ‘ଜବରଦସ୍ତି’ କୁହାଯିବ ନାହିଁ: ହାଇକୋର୍ଟ

କଟକ: ଦୀର୍ଘ ଦିନର ଶାରୀରିକ ସମ୍ପର୍କକୁ “ଜବରଦସ୍ତି’ ବୋଲି କୁହାଯିବ ନାହିଁ । ଏହାକୁ ଆଧାର କରି ବଳାତ୍କାର କରିଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ପାରିବ ନାହିଁ ବୋଲି…

ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଉଛି ଉଦୟଗିରିରେ ଆୟୋଜିତ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ; ବୌଦ୍ଧ ଧର୍ମ ପୁସ୍ତକ…

ଯାଜପୁର: ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ,ପର୍ଯ୍ୟଟନ ବିଭାଗ ଏବଂ ଯାଜପୁର ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ଦ୍ଵିତୀୟ ଗୁରୁ ପଦ୍ମସମ୍ଭବଙ୍କ ପ୍ରାର୍ଥନା ସମାରୋହ ତଥା ଅନ୍ତର୍ଜାତୀୟ ବୌଦ୍ଧ…

ଏଥର ଅନ୍‌ଲାଇନ୍‌ରେ ହେବ ଯୁକ୍ତ ଦୁଇ ଖାତା ଦେଖା, AI ଜଗିବ ପରୀକ୍ଷା ପ୍ରଶ୍ନପତ୍ର

ଭୁବନେଶ୍ବର: ଚଳିତ ବର୍ଷ ଅନ୍‌ଲାଇନ୍‌ ହୋଇପାରେ ଯୁକ୍ତ ୨ ପରୀକ୍ଷା ଖାତା ଦେଖା। ଏଥିପାଇଁ କଳା ବିଭାଗ ପକ୍ଷରୁ ପ୍ରସ୍ତୁତି କରାଯାଉଛି। ଚୂଡାନ୍ତ ପାଇଁ ବଜେଟ ଫାଇନାଲ ହୋଇନାହିଁ। ବଜେଟ ମଞ୍ଜୁର…