Browsing Category

ରାଜ୍ୟ

ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ପର୍ଯ୍ୟଟନ କ୍ଷେତ୍ର ବୁଲିବେ ପ୍ରବାସୀ ଅତିଥି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ ପାଳନ ଅବସରରେ ଭିଡିଓ କନଫରେନ୍ସ…

ନିଜକୁ ନିଜେ ଗୁଳି କରି ଆତ୍ମହତ୍ୟା କଲେ CISF ଯବାନ

ରାଉରକେଲା: ଆଜି ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ (RSP)ରେ ଜଣେ CISF କନଷ୍ଟେବଳ ନିଜ ସର୍ଭିସ୍ ପିସ୍ତଲରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ମୃତ ବ୍ୟକ୍ତି…

ଭୁବନେଶ୍ୱରରେ ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ୧୮ତମ ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ସମାରୋହରେ ଯୋଗଦେବେ ରାଷ୍ଟ୍ରପତି ।…

ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌

ଭୁବନେଶ୍ଵର: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌ । ଢେଙ୍କାନାଳ, ହିନ୍ଦୋଳ ଓ ଭୁବନେଶ୍ବରରେ ରେଡ୍‌ କରୁଛି ଇଡି । ରତ୍ନାକରଙ୍କ ଢେଙ୍କାନାଳ ଘର ଓ ଫାର୍ମହାଉସରେ ଇଡିର ଚଢାଉ ଜାରି…

ପ୍ରବାସୀ ଭାରତୀୟ ଦିବସ ସମାରୋହ: ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ

ଭୁବନେଶ୍ଵର: ଆରମ୍ଭ ହୋଇଛି ତିନି ଦିନିଆ ୧୮ତମ ‘ପ୍ରବାସୀ ଭାରତୀୟ ଦିବସ ସମାରୋହ’। ଓଡ଼ିଶାରେ ପ୍ରଥମ ଥର ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ…

ଚାକିରି ପାଇଁ ଠକେଇ ମାମଲା, ସମସ୍ତ ମାମଲାରେ ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷ ସାବ୍ୟସ୍ତ

ବ୍ରହ୍ମପୁର: ସମସ୍ତ ମାମଲାରେ ଦୋଷମୁକ୍ତ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ । ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ । ଟାଟାରେ ଚାକିରି…

୩ ଦିନ ଯାଏଁ ଏହି ସବୁ ଜିଲ୍ଲାରେ କୁହୁଡି, ଜାରି ହେଲା ଆଲର୍ଟ

ଭୁବନେଶ୍ବର: ରାଜ୍ୟରେ ଏବେ ଶୀତର ଲହରି ଟିକେ କମିଛି । କିଛି କିଛି ସ୍ଥାନରେ କୁହୁଡି ଦେଖାଦେବା ବେଳେ ଶୀତ ପ୍ରାୟ କମ୍ ଅନୂଭୂତ ହେଉଛି । ଏଥିପାଇଁ ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି…

କୋଣାର୍କରେ ସୂର୍ଯ୍ୟ ମନ୍ଦିର ସହ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ଏସ୍. ଜୟଶଙ୍କର

ପୁରୀ: ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ଆୟୋଜନରେ ଯୋଗଦେବାକୁ ସୋମବାର ଭୁବନେଶ୍ବର ଆସି ପହଞ୍ଚିଛନ୍ତି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର । ଏହାପରେ କୋଣାର୍କର ରାମଚଣ୍ଡୀ…

ପ୍ରବାସୀ ଭାରତୀୟ ଦିବସ ପାଇଁ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ

ଭୁବନେଶ୍ୱର: ତିନି ଦିନିଆ ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ପ୍ରତ୍ୟେକ ଦିନ ରାତି ୯ ଟା ପର୍ଯ୍ୟନ୍ତ ଖୋଲା ରହିବ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ…

ପ୍ରାରମ୍ଭିକ ସଂସ୍କାର ଓ ମାର୍ଗଦର୍ଶିକା ଉଚ୍ଚ ଶିକ୍ଷାକୁ ସମାବେଶୀ ଓ ସରଳ କରିବ – ଧର୍ମେନ୍ଦ୍ର ପ୍ରଧାନ

ଡ୍ରାଫ୍ଟ ୟୁଜିସି ନିୟମାବଳୀ, ୨୦୨୫ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚିତ • ଡ୍ରାଫ୍ଟ ୟୁଜିସି (ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଶିକ୍ଷକ ଓ ଏକାଡେମିକ୍ କର୍ମଚାରୀଙ୍କ ନିଯୁକ୍ତି ଓ…