Browsing Category

ରାଜ୍ୟ

ଜାନୁଆରୀ ୧୮ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା, ଏତିକି ଜଣ ପାଇବେ ପ୍ରଥମ କିସ୍ତି..

ଭୁବନେଶ୍ବର: ସୁଭଦ୍ରା କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ଅପଡେଟ୍‌ । ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା । ମୋଟ ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ହିତାଧିକାରୀଙ୍କୁ…

ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ: ବିବାହର ନିଷ୍ପତ୍ତିରେ ଝିଅର ସ୍ବୀକୃତି ନେବା ନିତ୍ୟାନ୍ତ ଆବଶ୍ୟକ..

କଟକ: ବିବାହ କ୍ଷେତ୍ରରେ ଝିଅର ନିଷ୍ପତ୍ତି ସବୁଠୁ ଗୁରୁତ୍ବପୂର୍ଣ୍ଣ । ଏପରି କୌଣସି ନିଷ୍ପତ୍ତି ଅଭିଭାବକଙ୍କ ଦ୍ବାରା ନିଆଯିବା ପୂର୍ବରୁ ଝିଅର ଅନୁମତି ନିଆଯିବା ଉଚିତ । ଜୋର୍ ଜବରଦସ୍ତି…

ହ୍ୟୁମାନ୍‌ ସାଗର ମୃତ୍ୟୁ ମାମଲା: ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ

ଭୁବନେଶ୍ୱର: ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ମୋଡ଼। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ। ଏଥି ସହିତ ସୋମେଶ ଶତପଥୀଙ୍କୁ ଅନ୍ତରୀଣ ସୁରକ୍ଷା ମିଳିଛି।…

୨୦୦କୁ ବଢିପାରେ ବିଧାନସଭା ସିଟ୍ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟ ବିଧାନସଭାରେ ଆସନ ସଂଖ୍ୟା ୧୪୭ରୁ ପ୍ରାୟ ୨୦୦ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ଏନେଇ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ସୂଚିତ କରିଛନ୍ତି।…

ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡ଼ିବ ଭିତ୍ତିପ୍ରସ୍ତର

ଭୁବନେଶ୍ୱର: ଆଜି ନୂଆ ଲୋକ ସେବା ଭବନ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ଥର ସ୍ଥାପନ କରିବେ ମୁଖ୍ୟ ମନ୍ତ୍ରୀ। ଗୋଟିଏ ସ୍ଥାନରେ ରହିବ ଲୋକ ସେବା ଭବନ ଏବଂ ନୂଆ ବିଧାନସଭା। ୩ ହଜାର୬୨୩ କୋଟି ଖର୍ଚ୍ଚ…

ସୋସିଆଲ ମିଡିଆରୁ ଦୂରେଇଲେ ଅରବିନ୍ଦ ପାଢ଼ୀ, ‘X’ ଛାଡ଼ିବା ନେଇ ଦେଲେ ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର: ସୋସିଆଲ ମିଡିଆରୁ ଦୂରେଇଲେ ଅରବିନ୍ଦ ପାଢ଼ୀ । ବରିଷ୍ଠ IAS ଅଧିକାରୀ ଅରବିନ୍ଦ ପାଢ଼ୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ଛାଡ଼ିବା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ…

୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ

ଭୁବନେଶ୍ୱର: ଦୁଇ ଦିନ ପରେ ପୁଣି ଶୀତରେ ଥରିବ ସମଗ୍ର ରାଜ୍ୟ । ଆକାଶରୁ ବାଦଲ ହଟିବା ପରେ ପୁଣି ବିଭିନ୍ନ ସ୍ଥାନରେ ଶୀତର ପ୍ରକୋପ ବଢ଼ିବ । ମଙ୍ଗଳବାର ଓ ବୁଧବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ…

ବିମାନ ଦୁର୍ଘଟଣାସ୍ଥଳ ଅନୁଧ୍ୟାନ କଲେ ପରିବହନ ମନ୍ତ୍ରୀ, କହିଲେ ଭଗବାନ ଆମକୁ ରକ୍ଷା କରିଦେଲେ…

ରାଉରକେଲା: ରାଉରକେଲା ବିମାନ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ଘଟଣା ସ୍ଥଳରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କଲେ ମନ୍ତ୍ରୀ । ଦୁର୍ଘଟଣାକୁ…

ଗଞ୍ଜାମ ପରେ ଏବେ ଏହି ଜିଲ୍ଲାରେ ଏକ ମାସ ଧରି ସକାଳୁଆ ସ୍କୁଲ ବନ୍ଦ…

ଭୁବନେଶ୍ୱର: ଜାଡରେ ଥରୁଛି ସମଗ୍ର ରାଜ୍ୟ । ଶୀତ ସାଙ୍ଗକୁ କୁହୁଡିରେ ଅସ୍ତବ୍ୟସ୍ତ ହୋଇପଡୁଛି ଜନ ଜୀବନ । ସକାଳ ୧୦ ପର୍ଯ୍ୟନ୍ତ ବି ଘରୁ ବାହାରିବା ମୁସ୍କିଲ ହୋଇ ପଡୁଛି । ଏହାକୁ ଦୃଷ୍ଟିରେ ରଖି…

ଅସହ୍ୟ ଶୀତରେ ଥରୁଛି ଓଡ଼ିଶା, ଆହୁରୀ ସପ୍ତାହେ ରହିବ ପ୍ରଚଣ୍ଡ ଥଣ୍ଡା

ଭୁବନେଶ୍ୱର: ଆସନ୍ତା ଦୁଇ ସପ୍ତାହ ଯାଏ, ଅର୍ଥାତ୍ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଥଣ୍ଡାରୁ ନିସ୍ତାର ନାହିଁ। ସ୍ୱାଭାବିକ ତାପମାତ୍ରାଠାରୁ ପାଖାପାଖି ୬ ଡିଗ୍ରୀ ତଳକୁ ଖସିଯିବ ସର୍ବନିମ୍ନ…