Browsing Category

ରାଜ୍ୟ

ଜାନୁଆରୀରେ ମିଳିବ ୧୦ ଲକ୍ଷ ପକ୍କା ଘର: ମନ୍ତ୍ରୀ

ଭୁବନେଶ୍ୱର: ସୁଲଭ ଗୃହ ନିର୍ମାଣ ପାଇଁ ପ୍ରୋତ୍ସାହନ ସ୍ୱରୂପ ଓଡ଼ିଶା ସରକାର ଜାନୁଆରୀ ମାସରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY) ଅଧୀନରେ ପ୍ରାୟ ୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର…

ଦିଗପହଣ୍ଡି ମର୍ମନ୍ତୁଦ ଦୁର୍ଘଟଣା, ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଜରଡାରେ ମର୍ମନ୍ତୁଦ ଦୁର୍ଘଟଣାରେ ୨ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା…

ରାଜ୍ୟ ପରିବହନ ନିଗମର ୩ ଅଧିକାରୀଙ୍କ ଦରମା ବନ୍ଦ

କୋରାପୁଟ: କାର୍ଯ୍ୟରେ ଅବହେଳା ଅଭିଯୋଗ ନେଇ ପରିବହନ ବିଭାଗର ୩ଜଣ ଅଧିକାରୀଙ୍କ ଦରମା ବନ୍ଦ କରାଯାଇଛି । ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ ନିଗମ ନିର୍ଦ୍ଦେଶକ ।…

ଓଡ଼ିଶାର ୩ କୋର୍ଟକୁ ବୋମା ଧମକ: ସମ୍ପୃକ୍ତ ଅପରାଧୀଙ୍କୁ ଖୋଜିବାହାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ୩ଟି ଜିଲ୍ଲା ସମ୍ବଲପୁର, କଟକ ଓ ଦେବଗଡ ଆଦି ବିଭିନ୍ନ ସ୍ଥାନର ଜିଲ୍ଲାସ୍ତରୀୟ କୋର୍ଟକୁ ବୋମା ଧମକ ମିଳିଛି । ଏହି ଖବର ସାମ୍ନାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଓଡିଶା, ଓଡ଼ିଆ ଆଉ ଓଡିଶୀର ଅଭୂତପୂର୍ବ ସଙ୍ଗମ ହେଉଛନ୍ତି ଗୁରୁଶ୍ରୀ କେଳୁଚରଣ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆଜି ପଦ୍ମ ବିଭୂଷଣ ଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ…

ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା, ଜାଣନ୍ତୁ କେଉଁମାନେ ପାଇବେ…

ଭୁବନେଶ୍ୱର: ସୁଭଦ୍ରା ଟଙ୍କାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା। ଓଡ଼ିଶା ସରକାରଙ୍କ ସୁଭଦ୍ରା ଯୋଜନାରେ ଆର୍ଥିକ ସହାୟତା ରାଶି ଏହି ସପ୍ତାହ ମଧ୍ୟରେ ୪.୫୭ ଲକ୍ଷରୁ ଅଧିକ…

ଆସିଲା ନୂଆ ନିୟମ, ବୀମା ଓ PUCC ନଥିଲେ ହେବନି FASTag ରିଚାର୍ଜ

ଭୁବନେଶ୍ବର: ଫେବୃଆରୀ ୧ ତାରିଖରୁ ଯେଉଁ ଯାନବାହାନ ମାନଙ୍କରେ ଟ୍ରାଫିକ୍ ଚାଲାଣ ବାକି ଥିବ କିମ୍ବା ବୈଧ ବୀମା ଓ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (PUCC) ନଥିବ। ସେହି ଯାନଗୁଡ଼ିକ ପାଇଁ…

‘ଭିବି ଜି ରାମ ଜି’ ବିଲ୍‌ର ଲକ୍ଷ୍ୟ ବିକଶିତ ଭାରତ ଗଠନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ ବିକଶିତ ଭାରତ ଗ୍ୟାରେଂଟି ଫର୍ ରୋଜଗାର ଏବଂ ଆଜୀବିକା ମିଶନ ଗ୍ରାମୀଣ (ଭିବି ଜି ରାମ ଜି) ବିଲ୍ ସଂସଦରେ ପାଶ୍ ହୋଇ ଆଇନ୍‌ରେ…

ଟ୍ଵିନ୍‌ସିଟିକୁ ପ୍ରଦୂଷଣ କଟକଣା, ନିୟମ ନମାନିଲେ ୫ ହଜାର ଜରିମାନା

ଭୁବନେଶ୍ବର: ଚାରିଆଡ଼େ ବଢିଚାଲିଛି ବାୟୁ ପ୍ରଦୁଷଣ । ଯାହାର ମୁକାବିଲା କରିବା ପାଇଁ ସବୁ ରାଜ୍ୟର ସରକାର ସଜାଗ ହୋଇଯାଇଛନ୍ତି । ଏବେ ଓଡ଼ିଶାର  ରାଜଧାନୀ ଭୁବନେଶ୍ୱର ଏବଂ କଟକ ପାଇଁ ବାୟୁ…

ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର: ଚଳିତ ବର୍ଷ ଓଡ଼ିଶାରେ ଏପ୍ରିଲରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା। ଓଡ଼ିଶାର ଜନଗଣନା କାର୍ଯ୍ୟ ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣଙ୍କ ଅନୁଯାୟୀ, ଜନଗଣନା କାର୍ଯ୍ୟ ଦୁଇଟି…