Browsing Category
ରାଜ୍ୟ
ବାତ୍ଯା ‘ଦାନା’ ପାଇଁ ୨୦ ଟ୍ରେନ ବାତିଲ, ଜାଣନ୍ତୁ କେଉଁ କେଉଁ ଟ୍ରେନ
ଭୁବନେଶ୍ୱର: ବାତ୍ଯା ‘ଦାନା’ ଲାଗି ପୂର୍ବତଟ ରେଳବାଇ ପକ୍ଷରୁ ଏନେକ ଟ୍ରେନ ବାତିଲ କରାଯାଇଛି। ଏହା ମଧ୍ୟରେ ଆଉ ୨୦ଟି ଟ୍ରେନ ବାତିଲ କରାଯାଇଛି।
18413 ପାରାଦୀପ-ପୁରୀ ଏକ୍ସପ୍ରେସ…
ଶିକ୍ଷା ଓ ଜ୍ଞାନ ଭାରତ-ଅଷ୍ଟ୍ରେଲିଆ ବନ୍ଧୁତ୍ୱକୁ ଆଗକୁ ନେବ – ଧର୍ମେନ୍ଦ୍ର ପ୍ରଧାନ
ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
• ଅଷ୍ଟ୍ରେଲିଆର ମେଲବର୍ଣ୍ଣରେ ପ୍ରବାସୀ ଭାରତୀୟଙ୍କ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
• ପ୍ରବାସୀମାନେ ହେଉଛନ୍ତି ଭାରତର…
ବାତ୍ଯା ‘ଦାନା’; ୧୦ ଜିଲ୍ଲାକୁ ଗଲେ ଓଡ୍ରାଫ ଟିମ୍
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ଯା ‘ଦାନା’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକୁ ଓଡ଼ିଶା ସରକାର ୨୦ଟି ଓଡ୍ରାଫ ଟିମ୍ ପଠାଇଛନ୍ତି।
ଏହି ବାତ୍ୟା ପାଇଁ ଅକ୍ଟୋବର ୨୩ରୁ ଉପକୂଳ ତଥା…
ବାତ୍ଯା ‘ଦାନା’ ପାଇଁ ବୁଧବାରଠୁ ଶିମିଳିପାଳ ବନ୍ଦ
ବାରିପଦା: ଅକ୍ଟୋବର ୨୫ ସୁଦ୍ଧା ବାତ୍ଯା ‘ଦାନା’ ଓଡିଶା ଉପକୂଳରେ ପହଞ୍ଚିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।ଯାହାକୁ ନଜରରେ ରଖି ତିନି ଦିନ ପାଇଁ ମୟୂରଭଞ୍ଜ ସ୍ଥିତ ଶିମିଳିପାଳ…
୧୪ ଜିଲ୍ଲାରେ ୩ ଦିନ ବନ୍ଦ ରହିବ ବିଶ୍ୱବିଦ୍ୟାଳୟ ଓ କଲେଜ
ଭୁବନେଶ୍ବର: ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୪ଟି ଜିଲ୍ଲାରେ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ବନ୍ଦ ରହିବ। ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ…
ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ ସବୁ ଜେନେରେଟର ସେଟ୍ ଗୁଡିକ କାର୍ଯ୍ୟକ୍ଷମ ଯାଞ୍ଚ ପାଇଁ ନିର୍ଦ୍ଦେଶ
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ ଆଜି ସଚିବସ୍ତରୀୟ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।…
ଭାଜପା ବ୍ରହ୍ମପୁର ମହିଳା ମୋର୍ଚ୍ଚା ର ସକ୍ରିୟ ସଦସ୍ୟତା ଅଭିଯାନ କର୍ମଶାଳା
ଆଜି ଭାରତୀୟ ଜନତା ପାର୍ଟି, ମହିଳା ମୋର୍ଚ୍ଚା, ବ୍ରହ୍ମପୁର ତରଫରୁ ବିଧାୟକ କେ.ଅନିଲ କୁମାର ଙ୍କ ଅଧକ୍ଷତା ରେ ମହାନଗର ନିଗମ ଅନ୍ତର୍ଗତ ବିଭିନ୍ନ ୱାର୍ଡର ବିଜେପି ମହିଳା…
ବାଲିଗୁଡ଼ାରେ ଟିକା ନେଇ ୫୦ରୁ ଉର୍ଦ୍ଧ୍ୱ ଅସୁସ୍ଥ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳରେ ଅଘଟଣ। ଯକ୍ଷ୍ମା (ଟିବି)ରୁ ରକ୍ଷା ପାଇଁ ଦିଆଯାଉଥିବା ବିସିଜି ଟିକା ନେଇ ୫୦ରୁ ଉଦ୍ଧ୍ବ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଥିବା ଅଭିଯୋଗ ହୋଇଛି ।…
“‘ଦାନା’ ପାଇଁ ୩୦ ଜିଲ୍ଲାରେ ମୁତୟନ ରହିବେ ଓଡ୍ରାଫ୍ ଟିମ୍, ଭୟଭୀତ ହୁଅନ୍ତୁ ନାହିଁ”
ଭୁବନେଶ୍ବର: ଆଣ୍ଡାମାନ ସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହି ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତର ପଶ୍ଚିମକୁ…
ଭୀଷଣ ବାତ୍ୟାର ରୂପ ନେବ ‘ଦାନା’, ଖୋଲିଲା ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁଲା ବେଳକୁ ଭୀଷଣ ରୂପ ନେଇପାରେ ବୋଲି ସତର୍କ କରାଇଲାଣି ପାଣିପାଗ ବିଭାଗ । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା…