Browsing Category

ରାଜ୍ୟ

୪୩ ଜଣ ବିଡିଓଙ୍କ ଅଦଳ ବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ବର: ଆଜି ବିଡିଓ ସ୍ତରରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ମୋଟ ୪୩ ଜଣ ବିଡିଓଙ୍କୁ ବଦଳି କରିଛନ୍ତି ସରକାର । ଏନେଇ ଗୁରୁବାର ପଞ୍ଚାୟତରାଜ ଓ ପାନୀୟ ଜଳ ପକ୍ଷରୁ…

ଆସନ୍ତା କାଲି ଦିନିକିିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା

“ସଦସ୍ୟତା ଅଭିଯାନ - ୨୦୨୪” କୁ ସର୍ବବ୍ୟାପୀ, ସର୍ବସ୍ପର୍ଶୀ ଓ ଗତିଶୀଳ କରିବା ଗସ୍ତ କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ବୁଦ୍ଧିଜୀବି ସମ୍ମିଳନୀରେ ଯୋଗ ଦେଇ ପାର୍ଟୀର ସଦସ୍ୟତା ଅଭିଯାନ ସଂପର୍କରେ…

ବିଜେପି ନା ବିଜେଡି, କେଉଁଠି ହେବ ବିସ୍ଫୋରଣ?

ଭୁବନେଶ୍ବର: ବିଜେପି ନା ବିଜେଡି, କେଉଁଠି ହେବ ବିସ୍ଫୋରଣ? କେଉଁ ଦଳର ନେତା କେଉଁ ଦଳକୁ ଯିବେ? ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ ଓ ବିଜେଡିର ବରିଷ୍ଠ ନେତା ଦେବୀ ମିଶ୍ରଙ୍କ ବୟାନକୁ ନେଇ…

ଶହେ ଦିନ ପୂରିଲା…ସଂପ୍ରସାରଣ କେବେ?

ଭୁବନେଶ୍ବର: ରାଜ୍ୟରେ ପ୍ରଥମ ଥର ପାଇଁ କ୍ଷମତାକୁ ଆସିଥିବା ବିଜେପି ସରକାରକୁ ଶହେ ଦିନ ପୂରିଛି । ହେଲେ ଏପର୍ଯ୍ୟନ୍ତ ମନ୍ତ୍ରିମଣ୍ଡଳ ସଂପ୍ରସାରଣ କରିନାହାନ୍ତି ମୋହନ ସରକାର। ୨୨ ଜାଗାରେ ୧୬ଜଣ…

ସୁଭଦ୍ରା ଯୋଜନାକୁ ନେଇ ବଡ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସୁଭଦ୍ରା ଯୋଜନାରେ ୨୫ ଲକ୍ଷ ମହିଳା ସାମିଲ ହୋଇସାରିଥିବାବେଳେ, ସେମାନଙ୍କୁ ପ୍ରଥମ…

ରାଜ୍ୟରେ ଆଜିଠୁ ଦୁଇ ଦିନ ବଡ଼ ବର୍ଷା; ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜିଠୁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ବୋଲି ପାଣିପାଗ ବିଭାଗ ପକ୍ଷରୁ…

ବାଲେଶ୍ୱର ବନ୍ୟା କ୍ଷତିଗ୍ରସ୍ତ ମାନଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚଳିତ ସେପ୍ଟେମ୍ବର ମାସରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ବାଲେଶ୍ବର…

ଇସ୍ପାତ ଓ ଖଣି ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଇସ୍ପାତ ଓ ଖଣି ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ । ଖଣିଭିତ୍ତିକ ଶିଳ୍ପାନୁଷ୍ଠାନ ପାଇଁ ଖଣି ଗୁଡିକର ସୁପରିଚାଳନା କରି ଉତ୍ପାଦନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ…

ପ୍ରବଳ ବର୍ଷିବ: ୩ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ୟେଲାେ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଗାମୀ ୩ ଘଣ୍ଟା ପ୍ରବଳ ବର୍ଷିବ । କିଛି ସ୍ଥାନରେ ଘଡଘଡି ସହ  ବର୍ଷା ମଧ୍ୟ ଅନୁଭୂତି ହେବ । ଏନେଇ ୧୪ ଜିଲ୍ଲାକୁ  ହେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।…

ଆଳୁ ପରେ ବଢିଲା ପିଆଜ ଦର; ଜାଣନ୍ତୁ ରାଜଧାନୀରେ କେତେ ରହିଛି…

ଭୁବନେଶ୍ୱର: ପୁଣି ରାଜ୍ୟରେ ଉପରମୁହାଁ ହୋଇଛି ପିଆଜ ଦର । ସାରା ରାଜ୍ୟର ବିଭିନ୍ନ ସହରରେ ବଢିଛି ପିଆଜ ଦର । ତେବେ ରାଜଧାନୀ ଭୁବନେଶ୍ୱରରେ ବର୍ତ୍ତମାନ ପିଆଜ ଦର କିଲୋ ପ୍ରତି ୭୦ ଟଙ୍କାରେ…