Browsing Category

ରାଜ୍ୟ

ସୁଭଦ୍ରାରେ ମାତିଲେଣି ସାଇବର ଠକ: ସତର୍କ କରାଇଲେ ସରକାର

ଭୁବନେଶ୍ବର: ଆସନ୍ତାକାଲି ଶୁଭାରମ୍ଭ ହେବ ବହୁ ପ୍ରତିକ୍ଷିତ ତଥା ଚର୍ଚ୍ଚିତ ସୁଭଦ୍ରା ଯୋଜନା । ଏଯାବତ ପାଖାପାଖି ୬୦ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ପଞ୍ଜିକରଣ କରିସାରିଲେଣି । ଆସନ୍ତାକାଲି…

ସରକାରୀ ଦୋକାନରୁ ନକଲି ମଦ ଜବତ

ଭୁବନେଶ୍ୱର: ସରକାରୀ ଦୋକାନରୁ ଜବତ ହେଲା ନକଲି ମଦ ବୋତଲ । ଏଭଳି ଘଟଣା ଦେଖିବାକୁ ମିଳିଛି ରାଜଧାନୀର ବରମୁଣ୍ଡା ଅଞ୍ଚଳରେ । ଦୀର୍ଘ ଦିନ ଧରି ସରକାରୀ ଲାଇସେନ୍ସପ୍ରାପ୍ତ ମଦ ଦୋକାନରେ ନକଲି ମଦ…

ପରଲୋକରେ ବିଶିଷ୍ଠ ଶିକ୍ଷାବିତ୍ ତଥା ଗଣିତଜ୍ଞ ଡ. ରାମ ଶଙ୍କର ରଥ

ଭୁବନେଶ୍ୱର: ବିଶିଷ୍ଠ ଶିକ୍ଷାବିତ୍ ତଥା ଗଣିତଜ୍ଞ ରାମ ଶଙ୍କର ରଥଙ୍କର ପରଲୋକ ଘଟିଛି । ସେ ଦୀର୍ଘ ଦିନ ଧରି ନିମୋନିଆ ଓ ଅନ୍ୟାନ୍ୟ ରୋଗରେ ପୀଡିତ ରହି ଚିକିତ୍ସାଧୀନ ଥିଲେ । ଆଜି ଭୁବନେଶ୍ବର…

ମୁଁ ତୁମର ଦିଦି ହୋଇ ଆସିଛି; ଆନ୍ଦୋଳନରତ ଡାକ୍ତରଙ୍କୁ ଭେଟିଲେ ମମତା

କୋଲକାତା: କୋଲକାତାର ଆର ଜି କର ମେଡିକାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ଯା ମାମଲାରେ ନ୍ୟାୟ ଦାବି କରି ଆନ୍ଦୋଳନ ଜାରି ରଖିଛନ୍ତି ଡାକ୍ତର। ଏହାରି ମଧ୍ୟରେ ଆଜି ଆନ୍ଦୋଳନରତ ଜୁନିୟର…

‘ସୁଭଦ୍ରା’ ଆବେଦନ: ଟଙ୍କା ମାଗି ଗିରଫ ହେଲେ ଆଉ ଜଣେ

ଟିଟିଲାଗଡ: ପୁଣି ସୁଭଦ୍ରାରେ ଟଙ୍କା ମାଗି ହଟହଟା ହେଲେ ଆଉ ଜଣେ । ସୁଭଦ୍ରା ଫର୍ମ ଆବେଦନ ପାଇଁ ଟଙ୍କା ମାଗି ଗିରଫ ହେଲେ ସିଏସସି କର୍ମଚାରୀ । ଟିଟିଲାଗଡ଼ ମନି ଗାଁ ସିଏସସିର ଜଣେ କର୍ମଚାରୀ…

ଏସଏସବିର ଡିଜି ହେଲେ ଅମ୍ରିତ ମୋହନ ପ୍ରସାଦ

ନୂଆଦିଲ୍ଲୀ: ବରିଷ୍ଠ ଓଡ଼ିଶା-କ୍ୟାଡର ଆଇପିଏସ୍ ଅଧିକାରୀ ଅମ୍ରିତ ମୋହନ ପ୍ରସାଦ ଶନିବାର ଦିନ ସଶସ୍ତ୍ର ସୀମା ବଳ (ଏସଏସବି) ର ମହାନିର୍ଦ୍ଦେଶକ ଭାବରେ ନିଯୁକ୍ତ ହୋଇଛନ୍ତି। ସେ ଦଲଜିତ ସିଂ…

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଅଫିସରଙ୍କ ତାଲିକାରେ ଥିବା ମୃତ ଅଧିକାରୀଙ୍କ ନାଁ ହଟିଲା

ଭୁବନେଶ୍ଵର: ଓଡିଶାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ପାଇଁ ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଗସ୍ତ ସମୟରେ ମୋଦିଙ୍କ ସୁରକ୍ଷା ନିମନ୍ତେ ବହୁ…

ଭୁବନେଶ୍ୱରରେ ଖୁବଶୀଘ୍ର ସ୍ଥାପନ ହେବ ଓମଫେଡ ଭେଣ୍ଡିଂ ମେସିନ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ କୋଅପରେଟିଭ୍ ମିଲ୍କ ଉତ୍ପାଦକ ଫେଡେରେସନ୍ (ଓମଫେଡ) ଖୁବଶୀଘ୍ର ଭୁବନେଶ୍ୱରରେ ଭେଣ୍ଡିଂ ମେସିନ୍ ସ୍ଥାପନ କରିବ। ପ୍ରଥମ ମେସିନ୍ ଜନପଥରେ ସ୍ଥାପନ…

ବିଜେଡି ଓଡିଶାବାସୀଙ୍କ ଦଳ ଥିଲା, ରହିବ….

ଭୁବନେଶ୍ଵର: ବିଜେଡି ସବୁ ବେଳେ ଓଡିଶାବାସୀଙ୍କ ଦଳ ଓ ବଳ ଥିଲା ଆଉ ରହିବ ମଧ୍ୟ । କ୍ଷମତା ଆଉ କି ନଥାଉ ବିଜେଡି କିନ୍ତୁ ଓଡିଶାବାସୀଙ୍କ ବିକାଶ ଚାହେଁ । ଆଜି ବିଜେଡିର ଏଜେଣ୍ଡା ଉପରେ ଏହି…

ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ କରାଯିବ ‘କାମଧେନୁ ଯୋଜନା’

ଭୁବନେଶ୍ୱର: ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ ହେବ କାମଧେନୁ ଯୋଜନା l ଜାତୀୟ ମୌସୁମୀ ବୈଠକରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l କାମଧେନୁ ଯୋଜନା ପାଇଁ ଖର୍ଚ୍ଚ…